ସମ୍ବଲପୁର : ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଛି । ବୁର୍ଲା ଭିମ୍ସାର ମେଡିକାଲରେ ୪ ଜଣ ଡାକ୍ତର ଓ ୬ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ମେଡିକାଲ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । ଅନ୍ୟପଟେ ୩ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରାଜ୍ୟରେ ଏବେ ସଂକ୍ରମଣ ଉପରମୁହାଁ ଥିବାବେଳେ ଭିମସାରରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।
BREAKING NEWS
- “ମୁଁ ନିଶ୍ଚିତ ଯେ କୋଭିଡ୍ ସମୟ ପରି, ଆମେ ଏହି ସଙ୍କଟକୁ ମଧ୍ୟ ଦୂର କରିବୁ”; ମଧ୍ୟପ୍ରାଚ୍ୟ ପରିସ୍ଥିତିକୁ ନେଇ କହିଲେ ପିଏମ୍
- Iran’s new supreme leader: ଇରାନର ନୂତନ ସର୍ବୋଚ୍ଚ ନେତାଙ୍କ ପ୍ରଥମ ବୟାନ: ‘ହୋର୍ମୁଜ୍ ବନ୍ଦ ରହିବ,ପ୍ରତିଟି ମୃତ୍ୟୁର ପ୍ରତିଶୋଧ ନେବୁ’
- ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ;୨ ଦୋଷୀଙ୍କୁ ଆଜୀବନ ଜେଲ୍
- ୧୭୦ ଟଙ୍କାର ଲୋଭ ଦେଖାଇ ସୁନା ଓ ଲକ୍ଷେରୁ ଉର୍ଦ୍ଧ ଟଙ୍କା ଲୁଟ
- ପୋଲିସ୍ ପକ୍ଷରୁ ଯୌନ ନିର୍ଯାତନା ବିଷୟରେ ଛାତ୍ରୀଛାତ୍ରଙ୍କୁ ବିଶେଷ ତାଲିମ୍
- ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଏଯାବତ୍ ପ୍ରାଣ ହରାଇଛନ୍ତି ୩ ଭାରତୀୟ, ଜଣେ ନିଖୋଜ: ବୈଦେଶିକ ମନ୍ତ୍ରାଳୟ
- ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍
- ଯୁବରାଜଙ୍କଠାରୁ ପାୱାର ହିଟିଂ ଶିଖୁଛନ୍ତି ରିଷଭ ପନ୍ତ
- ବିଜେପି ନେତାଙ୍କ ଭାଗିଦାରୀରେ ଲଘୁ ଖଣିଜ ସମ୍ପଦ ଲୁଟ୍ ଚାଲିଛି: ବିଜେଡି
- Damage Gas Pipeline: ପାକିସ୍ତାନକୁ ବଡ ଝଟକା; ତେଲ ସଙ୍କଟ ବେଳେ ଗ୍ୟାସ ପାଇପଲାଇନକୁ ଉଡ଼ାଇ ଦେଲେ…
Comments are closed.