Latest Odisha News

BREAKING NEWS

ରାଜଧାନୀରୁ ବ୍ରାଉନସୁଗାର ଜବତ ଘଟଣାରେ ୪ ଅଟକ

ଭୁବନେଶ୍ବର : ରାଜଧାନୀରେ ବ୍ରାଉନସୁଗାର ସ୍ମଗଲିଂ ଅଭିଯୋଗରେ ଶନିବାର ଦିନ ଘଟଣାରେ ସମ୍ପୃକ୍ତି ନେଇ କ୍ୱିକ୍ ଆକ୍ସନ୍ ଟିମ୍ (କ୍ୱାଟ୍) ୪ ଜଣଙ୍କୁ ଗିରଫ କରିଛି ।

ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥ ମହାପାତ୍ର, ଗୁଣନିଧି ବାରିକ, ତୈଦୁର, ପରେଶ ସେଠୀ।

ସେମାନଙ୍କ ଠାରୁ ପାଖାପାଖି ୨୪.୬ ଗ୍ରାମର ବ୍ରାଉନସୁଗାର ଓ ୧,୮୦୦ ଟଙ୍କା, ୩ଟି ମୋବାଇଲ୍ ଫୋନ୍ ସହ ଗୋଟିଏ ବାଇକ୍ ମଧ୍ୟ ଜବତ କରାଯାଇଛି ।

ଆହୁରି ମଧ୍ୟ ସେମାନଙ୍କୁ ଖୁବଶୀଘ୍ର କୋର୍ଟ ଫରୱାର୍ଡ କରାଯିବ ବୋଲି ପୋଲିସ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.