ପୁଣି ବିଏମସି ଅଫିସରେ ପଶିଲା କରୋନା । ବିଏମସିରେ ଅଫିସରେ ଆଜି ପୁଣି ୪ ଜଣ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଆଗରୁ ଗୋଟିଏ ଦିନରେ ୨୨ ଜଣ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ବିଏମସି ଅଫିସରେ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏନେଇ ସର୍ବ ସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗିଛି । ଜୁରୁରୀ ନଥିଲେ କାର୍ଯ୍ୟାଳୟକୁ ଆସନ୍ତୁ ନାହିଁ ବୋଲି ବିଏମସି କମିଶନର ଲୋକଙ୍କୁ ନିବେଦନ କରିଛନ୍ତି । ରାଜ୍ୟରେ ଏବେ ପଜିଟିଭ୍ ହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ରହିଛି ।
BREAKING NEWS
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
- କରୀନାଙ୍କ ପ୍ରେମରେ ପଡିଛନ୍ତି କି କାର୍ତିକ
- Government new rules ସାବଧାନ!ରାସ୍ତାରେ ପାନ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା
- ହୋଟେଲ୍, ଢାବାରେ କାଠ ଓ କୋଇଲା ଜାଳିଲେ ଲାଗିବ ଫାଇନ: ବିଏମସି
- ଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ
- ବାଲି ନେଲା ଜୀବନ; ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ଦୁର୍ଘଟଣାରେ ସାମ୍ବାଦିକାଙ୍କ ସମେତ ୨ ମୃତ
Comments are closed.