ପୁଣି ବିଏମସି ଅଫିସରେ ପଶିଲା କରୋନା । ବିଏମସିରେ ଅଫିସରେ ଆଜି ପୁଣି ୪ ଜଣ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଆଗରୁ ଗୋଟିଏ ଦିନରେ ୨୨ ଜଣ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ବିଏମସି ଅଫିସରେ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏନେଇ ସର୍ବ ସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗିଛି । ଜୁରୁରୀ ନଥିଲେ କାର୍ଯ୍ୟାଳୟକୁ ଆସନ୍ତୁ ନାହିଁ ବୋଲି ବିଏମସି କମିଶନର ଲୋକଙ୍କୁ ନିବେଦନ କରିଛନ୍ତି । ରାଜ୍ୟରେ ଏବେ ପଜିଟିଭ୍ ହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ରହିଛି ।
BREAKING NEWS
- Drishyam 3: ୨ ଦିନରେ ୧୦୦ କୋଟି କ୍ଲବ୍ରେ ‘ଦୃଶ୍ୟମ ୩’! ବକ୍ସ ଅଫିସ୍ରେ ଅଜୟ ଦେବଗନଙ୍କ ଫିଲ୍ମର ଧମାକା, ୱାର୍ଲ୍ଡୱାଇଡ୍ କଲେକ୍ସନ୍ ୧୭୭ କୋଟି ପାର୍
- ଆକାଶରୁ ଖସିଲା ରହସ୍ୟମୟ ବକ୍ସ, ଇସ୍ରୋ ସହ ସମ୍ପର୍କ…
- Indians live longer: ଅସୁସ୍ଥ ଦିନ କାଟୁଛନ୍ତି ଭାରତୀୟ, ବୟସ ସହ ବଢୁଛି ରୋଗ…WHO ରିପୋର୍ଟ ଖୋଲିଲା ଆୟୁଷ୍ମାନ୍ ଭାରତର ବଡ଼ ଚିତ୍ର
- Congress On Fullback: ପଂଜାବ ନିର୍ବାଚନ ଖେଳରେ ପରଗତ ସିଂ ଫିଟ୍ !
- କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; CISF ଯବାନ ଗିରଫ
- CEC ଜ୍ଞାନେଶ କୁମାରଙ୍କ ବିରୋଧରେ ହେଉ ଭିଜିଲାନ୍ସ ତଦନ୍ତ: କେରଳମ୍ ସରକାରଙ୍କ ନିର୍ଦ୍ଦେଶ
- ଆସୁଛି ଲଘୁଚାପ, ପାର୍ବଣରେ ଭିଜିବ ଓଡ଼ିଶା
- Smit Machcchar: ପ୍ରାର୍ଥନା ବାହାନାରେ ପଛରୁ ମାରିଲା କୁରାଢ଼ି ମାଡ଼… ଆଖିକୁ ଦିଶୁନଥିଲା, ତଥାପି ହାର ମାନିଲେନି ଭାରତୀୟ ପାଇଲଟ୍!
- ପାର୍ବଣ ପୂର୍ବରୁ ଗଡ଼ିଲା ମୁଣ୍ଡ; ଦୁର୍ଦ୍ଦାନ୍ତ ଟୁନା ନାୟକଙ୍କୁ ହତ୍ୟା ଅଭିଯୋଗ
- Scheme For Unmarried Men: ସାର, ବିହନ, ସବସିଡି ଭଳି ଚଷା ପୁଅଙ୍କୁ ଝିଅ ଖୋଜିକି ଦିଅନ୍ତୁ ସରକାର!

Comments are closed.