Latest Odisha News

BREAKING NEWS

ଷଣ୍ଢ ଓ ମହାରାଷ୍ଟ୍ର ଭାୟା ମାଲକାନଗିରି !

ମାଲକାନଗିରି: ଷଣ୍ଢ କରିବ ବାସ୍ତୁଦୋଷର ଉପଚାର । ଟଙ୍କା ଦେଲେ ହେବ ରିଷ୍ଟ ଖଣ୍ଡନ । ମହାରାଷ୍ଟ୍ରରୁ ଆସିଥିଲେ ୪ଜଣ । ମାଲକାନଗିରିରୁ ୪୮ ହଜାର ଟଙ୍କା ଠକି ଚମ୍ପଟ୍ ମାରିଥିଲେ । ଶେଷରେ ସେମାନଙ୍କୁ ମହାରାଷ୍ଟ୍ରରୁ ଗିରଫ କରିଥିଲା ମାଲକାନଗିରି ପୋଲିସ । ୪ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ, ଆଶ୍ରୟକେନ୍ଦ୍ରରେ ଷଣ୍ଢ ।

 

Leave A Reply

Your email address will not be published.