ନୂଆଦିଲ୍ଲୀ: କରୋନାକୁ ନେଇ ଏବେ ସାରା ଦେଶ ଲଢ଼େଇ କରୁଥିବା ବେଳେ କେନ୍ଦ୍ର ସରକାର ବଡ ନିଷ୍ପତି ନେଇଛନ୍ତି । ଏଥିପାଇଁ ୧.୭୦ ଲକ୍ଷ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହି ପ୍ୟାକେଜରେ ଗରିବ ବିପିଏଲ ପରିବାରଙ୍କୁ ମାଗଣାରେ ଗ୍ୟାସ୍ ଯୋଗଇ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି ।
ଉଜ୍ୱଳା ଯୋଜନାରେ ବିପିଏଲ୍ ପରିବାରକୁ ଆସନ୍ତା ୩ ମାସ ଯାଏଁ ମାସକୁ ଗୋଟିଏ ଲେଖାଏଁ ସିଲିଣ୍ଡର ମାଗଣାରେ ପାଇବେ । ଉଜ୍ଜଳା ଖାତାରେ ଟଙ୍କା ନଥିଲେ ମଧ୍ୟ ହିତାଧିକାରୀଙ୍କୁ ଗ୍ୟାସ ମିଳିବ । କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଦ୍ୱାରା ୮ କୋଟି ଉଜ୍ଜଳା ହିତାଧିକାରୀ ଲାଭବାନ ହୋଇପାରିବେ ।
BREAKING NEWS
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…

Comments are closed.