ସିଏଏ ହିଂସାକାଣ୍ଡ ଲାଗି ବିରୋଧୀଦଳକୁ ଦାୟୀ କଲେ ଅମିତ ଶାହ
ଭୁବନେଶ୍ୱର: ଗୁଜରାଟ ପରେ ଓଡ଼ିଶା ମୋ ଲାଗି ଦ୍ୱିତୀୟ ଘର ଭଳି, ଏହା କହିଛନ୍ତି ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଆଜି ନାଗରିକତା ସଂଶୋଧନ ଆଇନ (ସିଏଏ) ସପକ୍ଷରେ ଜନମତ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଭାରତୀୟ ଜନତା ପାର୍ଟି…