ଭାରତର ପ୍ରଥମ ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦଙ୍କ ଆଜି ପୁଣ୍ୟତିଥି, ଜାଣନ୍ତୁ ତାଙ୍କ ସମ୍ପର୍କରେ
ଭୁବନେଶ୍ୱର: ଭାରତର ପ୍ରଥମ ରାଷ୍ଟ୍ରପତି ତଥା ଭାରତ ରତ୍ନ ଡ. ରାଜେନ୍ଦ୍ର ପ୍ରସାଦଙ୍କର ଆଜି ହେଉଛି ପୁଣ୍ୟତିଥି ।
ହରିହର ଏକାଧାରରେ ଥିଲେ ଜଣେ ସ୍ୱାଧୀନତା ସଂଗ୍ରାମୀ, ସମାଜ ସେବୀ ଏବଂ ଓକିଲ । ସେ ମହାତ୍ମା ଗାନ୍ଧୀଙ୍କ ସଂସ୍ପର୍ଶରେ ଆସିବା ସହ ସ୍ୱଦେଶୀ ଚିନ୍ତାଧାରାରେ ପ୍ରଭାବିତ ହୋଇ…