କରୋନା ଭାଇରସ ପ୍ରଭାବରେ ଚୀନରେ ମୃତ୍ୟୁ ସଂଖ୍ୟା ୨୭୪୪ ଛୁଇଁଲା
ବେଜିଂ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଚୀନରେ ମୃତ୍ୟୁ ସଂଖ୍ୟା ୨୭୪୪ରୁ ଅଧିକ ଟପିଲାଣି । ଏହାବ୍ୟତିତ ୭୮,୪୯୭ରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
ଚୀନର ଜାତୀୟ ସ୍ୱାସ୍ଥ୍ୟ କମିଶନଙ୍କ ସୂଚନାନୁଯାୟୀ କରୋନା ଭାଇରସ୍…