କରୋନା ଭୂତାଣୁ: ଭାରତୀୟଙ୍କୁ ଆଣିବା ପାଇଁ ଉହାନ ଯିବ ବାୟୁସେନା ବିମାନ
ନୂଆଦିଲ୍ଲୀ: ଥମିବାର ନାଁ ଧରୁ ନାହିଁ ମାରାତ୍ମକ ଭୂତାଣୁ କରୋନା । ଦିନ କୁ ଦିନ ବ୍ୟାପିବାରେ ଲାଗିଛି କରୋନା ଭାଇରାସ । ଏହି ସଂକ୍ରମଣ ଯୋଗୁଁ ୨ ହଜାରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୭୭ ହଜାର ଲୋକେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଏହାରି ଭିତରେ ଚୀନ୍ରେ ଥିବା ଶହେ ଜଣ…