ଆଜି ପୁରୀ ଗସ୍ତରେ ଯିବେ ମମତା ବାନାର୍ଜୀ !
ପୁରୀ: ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୩ ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ବୁଧବାର ଦିନ ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ଦର୍ଶନ ଲାଗି ଯିବେ ।
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ମଙ୍ଗଳବାର ଦିନ ସକାଳ ୯ଟାରେ ମମତା…