କେଉଁ ୭ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି, ଜାଣନ୍ତୁ
ଭୁବନେଶ୍ୱର: ଓଡ଼ିଶାର ୭ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସତର୍କ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶିତ ସନ୍ଧ୍ୟା ବୁଲେଟିନ ଅନୁଯାୟୀ, ରାୟଗଡ଼ା, ଗଞ୍ଜାମ,…