ଅଜବ ପ୍ରଥା : ବିବାହର ୩ ଦିନ ପର୍ଯ୍ୟନ୍ତ ପତି-ପତ୍ନୀ ଶୌଚାଳୟ ଯିବେନି
ଜାକର୍ତା: ବାହାଘର ନେଇ ଭିନ୍ନ ଭିନ୍ନ ନୀତି ନିୟମ ପାଳନ କରାଯାଏ । ତେବେ ଇଣ୍ଡୋନେସିଆରେ ଏକ ଅଜବ ରୀତି ରହିଛି । ଏଠାରେ ବିବାହ ପରେ ପତି-ପତ୍ନୀ ୩ ଦିନ ପର୍ଯ୍ୟନ୍ତ ଶୌଚାଳୟ ଯିବେନି । ଯଦି କିଏ ଯାଏ ତା’ହେଲେ ଏହାକୁ ଅଶୁଭ ମନାଯାଏ ।
ବିଶେଷ କରି ଟ୍ୱାଙ୍ଗ ସମ୍ପ୍ରଦାୟର ଲୋକ ଏହି ପ୍ରଥା…