ନିର୍ଭୟା ମାମଲା: ସୁପ୍ରିମକୋର୍ଟଙ୍କ ପରେ ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ
ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ୪ ଦୋଷୀଙ୍କ ଘୁଂଚି ଘୁଂଚି ଯାଉଛି ଫାଶୀ ତାରିଖ । ଦୋଷୀମାନେ ଫାଶୀରୁ ବର୍ତ୍ତିବା ପାଇଁ ଆଇନର ନୂଆ ନୂଆ ବିକଳ୍ପର ସାହାରା ନେବାରେ ଲାଗିଛନ୍ତି । ଆସନ୍ତା ମାର୍ଚ୍ଚ ୩ ତାରିଖରେ ୪ ଦୋଷୀଙ୍କୁ ଫାଶୀ ଦେବା ପାଇଁ ପଟିଆଲା ହାଉସ କୋର୍ଟ ନୂଆ…