ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଚଳିତ ବର୍ଷର ନୁହେଁ, ପୂର୍ବ ବର୍ଷର
ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ଆରମ୍ଭ ହେବାର ଘଂଟେ ନପୁରୁଣ ଧର୍ମଗଡରେ ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ମୋବାଇଲରୁ ମୋବାଇଲକୁ ଘୁରି ବୁଲିଥିଲା ମାତୃଭାଷା ପ୍ରଶ୍ନପତ୍ର । ତେବେ ଏହାରି ଭିତରେ ଏହି ପ୍ରଶ୍ନପତ୍ର ଚଳିତ ବର୍ଷର ନୁହେଁ, ପୂର୍ବ ବର୍ଷର ବୋଲି ଖବର ଆସିଛି । ପରୀକ୍ଷା…