ଦିଲ୍ଲୀକୁ ଦେଲେ ଧନ୍ୟବାଦ, ବିକାଶ ପାଇଁ ମାଗିଲେ ମୋଦୀଙ୍କ ଆଶୀର୍ବାଦ
ନୂଆଦିଲ୍ଳୀ: ଆମ୍ ଆଦ୍ମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଶପଥ ନେବା ପରେ ସେ ସମ୍ବୋଧନ କରିଛନ୍ତି । ସେ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ଆପଣଙ୍କ ପୁଅ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇିଛି । ଏ ବିଜୟ ମୋର…