କଟକର ରାଜସ୍ୱ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
କଟକ: କଟକସ୍ଥିତ ରାଜସ୍ୱ ବୋର୍ଡ କାର୍ଯ୍ୟାଳୟର ତୃତୀୟ ମହଲାରେ ଶନିବାର ଦ୍ୱିପ୍ରହର ସମୟରେ କୌଣସି କାରଣବଶତଃ ଅଗ୍ନିକାଣ୍ଡ ଘଟିଛି ।
ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିବା ସହ ନିଆଁକୁ ଆୟତ୍ତ କରିଥିଲେ।
ଏହି ଅଗ୍ନିକାଣ୍ଡରେ କେତେ ପରିମାଣର ସମ୍ପତ୍ତି କ୍ଷୟକ୍ଷତି ହୋଇଛି,…