ଜାଣନ୍ତୁ, କେମିତି କଟିବ ଆଜି ଦିନ…
ରାଶି ଫଳ
ତା ୧୪-୦୨-୨୦୨୦ ଶୁକ୍ରବାର
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ଫେବୃୟାରୀ ମାସ ତା ୧୪ ରିଖ ଶୁକ୍ରବାର କୁମ୍ଭ ୨ ଦିନ ଫାଲଗୁନ ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି ସ୍ବାତୀ ନକ୍ଷତ୍ର ତୁଳା ଚନ୍ଦ୍ର
ଘାତ ବାର- ବିଛା ଧନୁ ଓ ମୀନ ରାଶିର
ଆଜି: ପିତା ଦ୍ରବ୍ୟ ଖାଇବା ନିଷେଧ…