ଜାଣନ୍ତୁ, ଏହି ୩ ଭାରତୀୟ ସନ୍ଥଙ୍କ ଚମତ୍କାରିତା: ଦେହାନ୍ତ ପରେ ମିଳି ନ’ଥିଲା ଶରୀର !
ମହାନ ଭାରତୀୟ ସଂସ୍କୃତି ଆଜି ସମଗ୍ର ବିଶ୍ୱକୁ ଦିଗଦର୍ଶନ ଦେଇପାରିଛି । ଭାରତୀୟ ଧର୍ମ, ପରମ୍ପରା, ଐତିହ୍ୟ ତଥା ସାଂସ୍କୃତିକ ବୈଚିତ୍ର୍ୟତା ମଧ୍ୟରେ ରହିଛି ଚମତ୍କାରିତା । ହଜାର ହଜାର ବର୍ଷ ପୂର୍ବରୁ ତଥା ଆଜି ପର୍ଯ୍ୟନ୍ତ ଏହି ଦେଦଭୂମି ଭାରତବର୍ଷରେ ଆଧ୍ୟାତ୍ମିକ ଅନୁଭୂତି ତଥା ଅଲୌକକିତାରେ…