ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲ୍ଲା ଯୋଗାଣ ଅଧିକାରୀ
ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଫସିଛନ୍ତି କଳାହାଣ୍ଡି ଜିଲ୍ଲା ଯୋଗାଣ ଅଧିକାରୀ ଶିବ ପ୍ରସାଦ ଦୋରା। ତାଙ୍କ ଗାଡିରୁ ୧ଲକ୍ଷ ୧୦ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ ।
ମିଳିଥିବା ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲ୍ଲା ଯୋଗାଣ ଅଧିକାରୀ ଶିବପ୍ରସାଦ ଦରା ୧ଲକ୍ଷ ୧୦ ହଜାର ଟଙ୍କା…