ଜାଣନ୍ତୁ, କେମିତି କଟିବ ଆଜି ଦିନ…
ରାଶି ଫଳ
ତା ୧୩-୦୨-୨୦୨୦ ଗୁରୁବାର
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର
ମୋବାଇଲ: 9437225434
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ଫେବୃୟାରୀ ମାସ ତା ୧୩ ରିଖ ଗୁରୁବାର କୁମ୍ଭ ୧ ଦିନ ଫାଲଗୁନ ମାସ କୃଷ୍ଣ ପକ୍ଷ ପଞ୍ଚମୀ ତିଥି ହସ୍ତା ନକ୍ଷତ୍ର ଦିନ ୧୦ଟା…