ଜାଣନ୍ତୁ, କେମିତି କଟିବ ଆଜି ଦିନ…
ରାଶି ଫଳ
ତା ୧୧-୦୨-୨୦୨୦ ମଙ୍ଗଳବାର
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର
ମୋବାଇଲ: 9437225434
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ଫେବୃୟାରୀ ମାସ ତା ୧୧ ରିଖ ମଙ୍ଗଳବାର ମକର ୨୮ ଦିନ ଫାଲଗୁନ ମାସ କୃଷ୍ଣ ପକ୍ଷ ତୃତୀୟା ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର…