Latest Odisha News

BREAKING NEWS

ଓଡିଶାର ସମସ୍ତ ହିତାଧିକାରୀଙ୍କୁ ୩ ବର୍ଷ ମଧ୍ୟରେ ମିଳିବ ପକ୍କାଘର: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସମସ୍ତ ହିତାଧିକାରୀଙ୍କୁ ତିନି ବର୍ଷ ମଧ୍ୟରେ ଓଡିଶା ସରକାର ପକ୍କା ଘର ଦେବେ ବୋଲି ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରତାପ ଜେନା ଶନିବାର ଦିନ କହିଛନ୍ତି । ବିଜୁ ପକ୍କା ଘର ଯୋଜନା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧିନରେ ଏହି ପକ୍କା ଘର ପ୍ରଦାନ କରାଯିବ ବୋଲି ଶ୍ରୀ ଜେନା…

ବେଆଇନ ରଙ୍ଗଶାଳା ଭାଙ୍ଗିବା ନେଇ ସରକାରଙ୍କୁ ଘେରିଲା ବିଜେପି

ଭୁବନେଶ୍ୱର: ବେଆଇନ୍ ରଙ୍ଗଶାଳା ଭାଙ୍ଗିବା ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରି ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ୨୦୧୮ରେ ରଙ୍ଗଶାଳା ଭଙ୍ଗା ଯାଇଥିବା କୁହା ଯାଉଥିଲେ ବି ଏ ଯାଏ କାହିଁକି ଭଙ୍ଗା…

ଦିଲ୍ଲୀ ବିଧାନସଭା ନିର୍ବାଚନ: ଭୋଟ ଦେଲେ ନେତା, ମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଳୀ ବିଧାନସଭା ନିର୍ବାଚନ ପାଇଁ ସକାଳ ୮ଟାରୁ ଆରମ୍ଭ ହୋଇଛି ମତଦାନ ପ୍ରକ୍ରିୟା । ମୋଟ ୭୦ଟି ଆସନରେ ମତଦାନ ଚାଲିଛି । ମତଦାନ ପାଇଁ କେବଳ ସାଧାରଣ ଜନତା ନୁହଁନ୍ତି ନେତା ମନ୍ତ୍ରୀଙ୍କ ମଧ୍ୟରେ ଭୋଟ ଦେବା ପାଇଁ ଉତ୍ସାହ ଦେଖାଦେଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ତାଙ୍କ…

ଆସନ୍ତୁ ଜାଣିବା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ ସମ୍ପର୍କରେ

ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବା ପାଇଁ ବିକଳରେ ମହାପ୍ରଭୁଙ୍କୁ…

ମାର୍କେଟ ବିଲ୍ଡିଂରେ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣା; ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତବହୁଳ ୟୁନିଟ୍‌-୨ର ମାର୍କେଟ ବିଲ୍ଡିଂରେ ଗତ ଜାନୁଆର ୧୦ ତାରିଖ ସନ୍ଧ୍ୟାରେ ହୋଇଥିବା ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପୀନାଥ ନାୟକକୁ ଶନିବାର ଦିନ ଗଜପତି ଜିଲ୍ଲାରୁ ଗିରଫ କରାଯାଇଛି । ଏନେଇ ଟ୍ୱିଟ୍ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ।…

ଦିଲ୍ଲୀ ନିର୍ବାଚନ: ଦିନ ୧୨ ସୁଦ୍ଧା ୧୫.୬୮ % ମତଦାନ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ବିଧାନସଭାର ୭୦ଟି ଆସନ ଲାଗି ୧.୫ କୋଟି ଯୋଗ୍ୟ ଭୋଟର୍ ନିଜର ମତଦାନ ସାବ୍ୟସ୍ତ କରୁଛନ୍ତି । କୋହଲା ପାଗ ସତ୍ୱେ ଦିଲ୍ଲୀରେ ଆଜି ସକାଳୁ ଶାନ୍ତି ଶୃଙ୍ଖଳାର ସହିତ ଲମ୍ବା ଧାଡ଼ିରେ ଭୋଟର୍ ମାନେ ନିଜର ମତଦାନ ସାବ୍ୟସ୍ତ କରୁଛନ୍ତି । 15.68 % voter turnout in…

ମତଦାନ କେନ୍ଦ୍ରରେ ଆପ୍‌-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସକାଳ ୮ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏହାରି ଭିତରେ ଚାନ୍ଦନୀ ଚୌକରୁ ଆସିଛି ଏକ ଚାଂଚଲ୍ୟକର ଖବର । ଏଠି ମତଦାନ କେନ୍ଦ୍ରରେ ଆପ୍ କର୍ମୀ ଓ କଂଗ୍ରେସ ପ୍ରାର୍ଥୀ ମୁହାଁମୁହିଁ ହୋଇଛନ୍ତି । କଂଗ୍ରେସ ପ୍ରାର୍ଥୀ ଅଳକା ଲାମ୍ବା…

ଶିକାରା ଫିଲ୍ମ ଦେଖି କାନ୍ଦି ପକାଇଲେ ଆଡଭାନୀ

ନୂଆଦିଲ୍ଲୀ: କଶ୍ମୀର ପଣ୍ଡିତଙ୍କ ଉପରେ ଆଧାରିତ ବିଧୁ ବିନୋଦ ଚୋପ୍ରାଙ୍କ ଶିକାରା ଫିଲ୍ମ ଇତି ମଧ୍ୟରେ ରିଲିଜ ହୋଇଯାଇଛି । ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଏହି ଫିଲ୍ମ ଦେଖିବାକୁ ଯାଇଥିଲେ । ଫିଲ୍ମ ଦେଖି ଆଡଭାନୀ କାନ୍ଦି ପକାଇଥିଲେ । ଡାଇରେକ୍ଟର ବିଧୁ ବିନୋଦ ଚୋପ୍ରା…

କରୋନା ଭାଇରସ: ଚୀନରେ ମୃତ୍ୟୁ ସଂଖ୍ୟା ୭୧୯କୁ ବୃଦ୍ଧି, ଆମେରିକାର ସହାୟତା ଘୋଷଣା

ବେଜିଂ: ଧୀରେ ଧୀରେ କାୟା ବିସ୍ତାର କରି ମାରାତ୍ମକ ହେଉଥିବା ‘କରୋନା’ ଭାଇରସ ପ୍ରଭାବରେ ଚୀନରେ ମୃତ୍ୟୁ ସଂଖ୍ୟା ୭୧୯କୁ ଛୁଇଁଛି । ଏଥିସହିତ ୩୦,୦୦୦ ହଜାରରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । ଏହି ଭାଇରସର ମୁକାବିଲା କରିବା ଲାଗି ଚୀନ ଓ ଅନ୍ୟାନ୍ୟ ଦେଶକୁ…

ଟ୍ରମ୍ପଙ୍କ ଭାରତ ଗସ୍ତ: ଅହମ୍ମଦାବାଦରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଅହମ୍ମଦାବାଦ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨୪ରୁ ୨୭ ଫେବୃୟାରୀ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସୁଛନ୍ତି । ଅହମ୍ମଦାବାଦର ମୋଟେରା ଷ୍ଟାଡିୟମ ଓ ଗାନ୍ଧୀ ଆଶ୍ରମ ବୁଲିବାକୁ ଯିବେ । ସେଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାର ବନ୍ଦୋବସ୍ତ କରାଯାଇଛି । ଶାବରମତି ଅଂଚଳର ପ୍ରତ୍ୟେକ…