ରେଳ ବଜେଟ୍ରେ ଅନୁଦାନ କମିଛି: ପରିବହନ ମନ୍ତ୍ରୀ
ଭୁବନେଶ୍ୱର: ଚଳିତ ବର୍ଷ ରେଳ ବଜେଟ୍କୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ରେଳ ବଜେଟ୍ରେ ଓଡ଼ିଶା ପାଇଁ ଅନୁଦାନ କମିଛି । ରେଳ ବଜେଟ୍ ନୈରାଶ୍ୟଜନକ । ଯେତିକି ମିଳିବା କଥା ସେତିକି ମିଳିନି ବୋଲି ସେ କହିଛନ୍ତି । ପୂର୍ବ ବର୍ଷଠାରୁ ଚଳିତ ବର୍ଷର ବଜେଟ୍…