ସମ୍ ଅଲ୍ଟିମେଟ୍ ମେଡିକେୟାର୍ରେ ବିଶ୍ୱ କର୍କଟ ଦିବସ ପାଳନ
ଭୁବନେଶ୍ୱର: କର୍କଟକୁ ନେଇ ବ୍ୟାପକ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରତିବର୍ଷ ଫେବୃଆରୀ ୪ ତାରିଖକୁ ବିଶ୍ୱ କର୍କଟ ଦିବସ ରୂପେ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରସ୍ଥିତ ସମ୍ ଅଲ୍ଟିମେଟ୍ ମେଡିକେୟାର ପରିସରରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
ଏହି…