ମୁଁ ଆତଙ୍କବାଦୀ କି ଦିଲ୍ଲୀର ପୁଅ ଭୋଟର୍ ନିଷ୍ପତ୍ତି ନେବେ; କେଜ୍ରିୱାଲ୍
ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଆଉ ଅଳ୍ପ ଦିନ ବାକି ରହିଥିବା ବେଳେ ଏବେ ଜୋରସାର୍ ନିର୍ବାଚନ ପ୍ରଚାରରେ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି । ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଆପ ପକ୍ଷରୁ ଜୋରଦାର୍ ନିର୍ବାଚନ ପ୍ରଚାର ଚଳାଇଥିବା ବେଳେ ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ…