ଭାରତର ସ୍ମରଣୀୟ ବିଜୟ, ସିରିଜ ୫-୦ରେ ପୋଛିନେଲା
ମାଉଂଟ ମାଉନଗାନୁଇ : ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଶୃଙ୍ଖଳିତ ପ୍ରଦର୍ଶନ କରି ଭାରତ ଏଠାରେ ଅନୁଷ୍ଠିତ ୫ମ ଟି୨୦ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୭ ରନରେ ପରାସ୍ତ କରିଛି । ଏଥିସହ ୫-୦ରେ ଭାରତ ଐତିହାସିକ ସିରିଜ ବିଜୟ ହାସଲ କରିଛି ।
ପ୍ରଥମେ ବ୍ୟାଟିଂ କରି ଭାରତ ରୋହିତ ଶର୍ମାଙ୍କ ୬୦ (ରିଟାୟର…