Latest Odisha News

BREAKING NEWS

ବହୁ ପ୍ରତୀକ୍ଷିତ ଆନନ୍ଦପୁର ବ୍ୟାରେଜ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଆନନ୍ଦପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇ ଆନନ୍ଦପୁର ବ୍ୟାରେଜ୍‌ର ଲୋକାର୍ପଣ କରିଛନ୍ତି । ପ୍ରାୟ ୪୭୫କୋଟି ଟଙ୍କା ବ୍ୟୟରେ ବୈତରଣୀ ନଦୀ ଉପରେ ନିର୍ମିତ ହୋଇଥିବା ଏହି ବ୍ୟାରେଜ୍ ହେବା ଫଳରେ ଅଞ୍ଚଳ ବାସୀଙ୍କ ବହୁ ଦିନର ଅଞ୍ଚଳବାସୀଙ୍କର ସ୍ବପ୍ନ…

ଓଡ଼ିଶାରେ କରୋନା ଆତଙ୍କ: ଏସସିବିରେ ଭର୍ତ୍ତି ହେଲେ ମେଡ଼ିକାଲ ଛାତ୍ର

ଭୁବନେଶ୍ୱର: ମାରାତ୍ମକ କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏବେ ଏହା ନିଜର କାୟା ଓଡ଼ିଶା ରାଜ୍ୟରେ ମଧ୍ୟ ବିସ୍ତାର କରିଛି । ଏହି ମାରାତ୍ମକ ଭାଇରସର ଆକ୍ରାନ୍ତରେ ଚୀନରେ ୨୦୦ରୁ ଅଧିକ ପ୍ରାଣ ହରାଇଥିବା ବେଳେ ଭାରତର କେରଳା ଠାରେ ଜଣେ ସନ୍ଦିଗ୍ଧଙ୍କୁ ଚିହ୍ନଟ…

ବେଳାଭୂମିରେ ମରି ପଡିଛନ୍ତି ବହୁସଂଖ୍ୟାରେ ଅଲିଭ ରିଡ଼ଲେ କଇଁଛ

ପାରାଦୀପ: ଜଗତସିଂହପୁର ଜିଲ୍ଲା ପାରାଦୀପ ସମୁଦ୍ର ବେଳାଭୂମିରେ ଶହ ଶହ ସଂଖ୍ୟାରେ ବିରଳ ଅଲିଭ ରିଡଲେ କଇଁଛ ମରି ପଡିଥିବାର ଦେଖିବାକୁ ମିଳିଛି । କଇଁଛ ମାନଙ୍କ ମୃତ ଦେହ ହନୁମାନ ମନ୍ଦିର ସମୁଦ୍ର ବେଳାଭୂମି ନିକଟରୁ ଆରମ୍ଭ କରି ଷଣ୍ଢକୁଦ ବେଳାଭୂମି ପର୍ଯ୍ୟନ୍ତ ପଡିଥିବା ଦେଖିବାକୁ ମିଳିଛି…

କରୋନା ଭାଇରସର କାୟା ବିସ୍ତାର; ଗ୍ଲୋବାଲ୍ ଇମରଜେନ୍ସି ଘୋଷିତ କଲା ଡବ୍ଲୁଏଚଓ

ବେଜିଂ: ଧୀରେ ଧୀରେ କାୟା ବିସ୍ତାର କରୁଥିବା ମାରାତ୍ମକ ‘କରୋନା’ ଭାଇରସ ପ୍ରଭାବରେ ଚୀନରେ ମୃତ୍ୟୁ ସଂଖ୍ୟା ୨୩୧କୁ ଛୁଇଁଛି । ଏହାର ପ୍ରଭାବରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପକ୍ଷରୁ ଏହାକୁ ଗ୍ଲୋବାର ଇମରଜେନ୍ସି ଭାବେ ଘୋଷିତ କରାଯାଇଛି। ପ୍ରାପ୍ତ ସୂଚନାନୁଯାୟୀ କରୋନା ଭାଇରସ୍ ଦ୍ୱାରା…

ଭୁବନେଶ୍ୱରରୁ ବାରଣାସୀକୁ ସିଧାସଳଖ ବିମାନ ଉଡାଣ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଏକ ବିମାନ ୪୦ ଯାତ୍ରୀଙ୍କୁ ନେଇ ଶୁକ୍ରବାର ଦିନ ବାରଣାସୀକୁ ଉଡାଣ ଭରିଛି । ପ୍ରାପ୍ତ ସୂଚନାନୁଯାୟୀ ଆଡମିନିଷ୍ଟ୍ରେଟିଭ୍ ପ୍ରକ୍ରିୟାରେ କୌଣସି କାରଣବଶତଃ ବିଳମ୍ବ ଯୋଗୁଁ ଝାରସୁଗୁଡାର ବୀର ସୁରେନ୍ଦ୍ର ସାଏ…

ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର; ୩ ଆତଙ୍କବାଦୀ ମୃତ

ଶ୍ରୀନଗର: ଜାମ୍ମୁ-କାଶ୍ମୀର ଅନ୍ତର୍ଗତ ନାଗରୋଟାସ୍ଥିତ ଟୋଲ୍ ପ୍ଲାଜା ନିକଟରେ ଶୁକ୍ରବାର ଦିନ ହୋଇଥିବା ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ଭାରତ-ନ୍ୟୁଜିଲାଣ୍ଡ ୪ର୍ଥ ଟି-୨୦ ମୁକାବିଲା

ୱେଲିଂଟନ୍‌: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୪ର୍ଥ ଟି-୨୦ ମ୍ୟାଚ ଶୁକ୍ରବାର ଦିନ ଖେଳାଯିବ । ୫ ଶୃଙ୍ଖଳା ବିଶିଷ୍ଟ ଏହି ଟି-୨୦ର ୪ର୍ଥ ମ୍ୟାଚକୁ ଜିତି ନ୍ୟୁଜିଲାଣ୍ଡ ଦଳ ସିରିଜରେ ଖାତା ଖୋଲିବାକୁ ପ୍ରୟାସ କରିବ । ଏହି ମ୍ୟାଚ୍ ୱେଲିଂଟନ୍ ରିଜିଓନାଲ୍ ଷ୍ଟାଡିୟମରେ ଆଜି ଦିନ ୧୨ଟା ୨୦ମି.ରେ…

ଫେବୃୟାରୀ ୧ରୁ ଆରମ୍ଭ ହେବ ପ୍ରଥମ ସୋଆ ଲିଟେରାରୀ ଫେଷ୍ଟିଭାଲ୍‌

ଭୁବନେଶ୍ୱର: ଦେଶର ବିଶିଷ୍ଟ ସାହିତ୍ୟିକ ଓ କବି ଏକତ୍ରିତ ହେବାକୁ ଯାଉଛନ୍ତି ସୋଆ ସାହିତ୍ୟ ଉତ୍ସବ (ସୋଆ ଲିଟେରାରୀ ଫେଷ୍ଟିଭାଲ୍‌)ରେ । ଶିକ୍ଷା ଓ ଅନୁସନ୍ଧାନ ଡିମଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଥମଥର ପାଇଁ ଆୟୋଜିତ ହେବାକୁ ଥିବା ଏହି ସାହିତ୍ୟ ଉତ୍ସବରେ ସାମ୍ପ୍ରତିକ ପରିସ୍ଥିତିରେ…

ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ; ଆର୍ଥିକ ସର୍ଭେ ହେବ ଉପସ୍ଥାପିତ

ନୂଆଦିଲ୍ଲୀ: ସଂସଦରେ ବଜେଟ୍ ଅଧିବେଶନ ଶୁକ୍ରବାର ଦିନଠାରୁ ଆରମ୍ଭ ହେବାକୁ ଥିବାବେଳେ ଫେବୃଆରି ୧ ତାରିଖରେ ଗୃହରେ ଅନ୍ତରୀଣ ବଜେଟ୍ ଉପସ୍ଥାପନା କରାଯିବ । ଏହି ବଜେଟର ପ୍ରଥମ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅଧିବେଶନକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅଭିଭାଷଣ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୩୧-୦୧-୨୦୨୦ ଶୁକ୍ରବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜାନୁୟାରୀ ତା ୩୧ ରିଖ ଶୁକ୍ରବାର ମକର ୧୭ ଦିନ ମାଘମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର   ଘାତ ବାର-: ବିଛା…