ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ୪ ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ।
ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ଶ୍ରୀଜିଉଙ୍କ…