ଫେବୃଆରୀ ୧୪ରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ
ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୪ ତାରିଖରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ।
ବିଧାନସଭାର ପ୍ରଥମ ଅଧିବେଶନରେ ଗୃହ ଆରମ୍ଭରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜ ଅଭିଭାଷଣ ଦେବେ ବୋଲି ସଚିବାଳୟ ସୁତ୍ରରୁ ପ୍ରକାଶ ।
ଏହି ଅଧିବେଶନ ଆସନ୍ତା ଏପ୍ରିଲ୍ ୧ ତାରିଖ…