Latest Odisha News

BREAKING NEWS

ରାସ୍ତାକଡ଼ରେ ମାଗୁଥିଲେ ଭିକ; ପରେ ଜଣାପଡିଲା ଭିକାରୀ ଜଣଙ୍କ କୋଟିପତି

ମନ୍ଦିର ପାଖରେ ବସି ଭିକ ମାଗୁଥିବା ଲୋକ ଯେ ଜଣେ କୋଟିପତି ହୋଇଥିବେ ତାହା ବିଶ୍ୱାସ କରିବା ଅନ୍ତତଃ ପକ୍ଷେ କଷ୍ଟକର । ଏହିଭଳି ଏକ ଅବିଶ୍ବନିୟ ଘଟଣା ଘଟିଛି ହରିୟାଣାରେ । ହରିୟାଣାର ଏକ ମନ୍ଦିର ନିକଟରେ ଭିକ ମାଗୁଥିବା ଜଣେ ଭିକାରୀ ଯେ, କୋଟିପତି ହୋଇଥିବେ ତାହା କେହି କେବେ ଚିନ୍ତା କରି…

ବଦଳିଲା ପାରଳା ଇତିହାସ; ରାଜଗାଦି ସମ୍ଭାଳିଲେ କଲ୍ୟାଣୀ !

ପାରଳାଖେମୁଣ୍ଡି: ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ମୃତ୍ୟୁପରେ ସିଂହାସନ ଆରୋହଣ କରିଛନ୍ତି ରାଜଜେମା ତଥା ତାଙ୍କ କନ୍ୟା କଲ୍ୟାଣୀ ଗଜପତି । ପରିବାର ରିତୀନୀତି ଅନୁଯାୟୀ ବିଧିବଦ୍ଧ ଭାବେ ରାଜ ପୁରୋହିତ ଜଲ୍ୟାଣୀ ଗଜପତିଙ୍କ ରାଜ୍ୟାଭିଷେକ କରିଛନ୍ତି । ଏହାପରେ ସେ ଏବେ…

ନରେନ୍ଦ୍ରରୁ ବିବେକାନନ୍ଦ: ତେଜସ୍ୱୀ ସାଧକଙ୍କ ଅଜଣା କାହାଣୀ…

ଭୁବନେଶ୍ୱର: ସାରା ବିଶ୍ୱରେ ଯେଉଁ କେତେଜଣ ପ୍ରସିଦ୍ଧ ସନ୍ୟାସୀଙ୍କ କଥା ସଦା ସର୍ବଦା ଆଲୋଚିତ ହୋଇଥାଏ ସେହି ମନୀଷୀମାନଙ୍କ ମଧ୍ୟରେ ଭାରତୀୟ ସନ୍ୟାସୀ ସ୍ୱାମୀ ବିବେକାନନ୍ଦ ଅନ୍ୟତମ । ସ୍ୱାମୀ ବିବେକାନନ୍ଦ ସନ୍ୟାସୀ ହେବା ପୂର୍ବରୁ ତାଙ୍କ ନାମ ଥିଲା ନରେନ୍ଦ୍ର ନାଥ ଦତ୍ତ । ଅତି ପିଲାଟି…

ଯାଜପୁରରେ ଓଲଟିଲା ଏଲପିଜି ଗ୍ୟାସ୍ ଟ୍ୟାଙ୍କର, ଲୋକେ ଭୟଭୀତ

ଯାଜପୁର: ଯାଜପୁର ଜିଲ୍ଲା ବଡଚଣା ଥାନା ଅନ୍ତର୍ଗତ କଢେଇ ଛକ ନିକଟ ୧୬ ନଂ ଜାତୀୟ ରାଜପଥରେ ଶନିବାର ଦିନ ଏକ ଏଲପିଜି ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି । ସେଥିରୁ ଗ୍ୟାସ୍ ଲିକ୍ ହେଉଥିବା ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି । ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ…

ଜାନୁଆରୀ ୧୭ ଯାଏଁ ଓଡିଶାରେ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର: ଓଡିଶାର ଅଧିକାଂଶ ସ୍ଥାନରେ ରାତ୍ରୀର ତାପମାତ୍ରା ପ୍ରାୟ ୧୦ ଡିଗ୍ରୀ ସେଲସିୟସକୁ ଖସିଥିବା ନେଇ ଶନିବାର ଦିନ ରେକର୍ଡ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଆଗାମୀ ଏକ ସପ୍ତାହ ଯାଏଁ ଜଳବାୟୁରେ କୌଣସି ପରିବର୍ତ୍ତନ…

ଜାଣନ୍ତୁ, ସ୍ୱାମୀ ବିବେକାନନ୍ଦଙ୍କ ଅନ୍ତିମ କିଛି ଦିନର ସ୍ମରଣୀୟ କଥା…

ଭୁବନେଶ୍ୱର: ସ୍ୱାମୀ ବିବେକାନନ୍ଦ ସର୍ବତ୍ୟାଗୀ ସନ୍ନ୍ୟାସୀ ଥିଲେ ମଧ୍ୟ ତାଙ୍କ ଅନ୍ତରରେ ଯେଉଁ ସ୍ୱଦେଶପ୍ରେମ ଓ ବିଶ୍ୱମାନବତାର ବିକାଶ ହୋଇଥିଲା, ତାହା ଆମକୁ ଅଭିଭୂତ କରେ । ତାଙ୍କର ଭଗବାନ କୌଣସି ମନ୍ଦିର-ବିଶେଷରେ ପ୍ରତିଷ୍ଠିତ ନ ଥିଲେ। ପରନ୍ତୁ ବାସ କରୁଥିଲେ ପ୍ରତି ମାନବର ହୃଦୟ…

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ ଜଣଙ୍କର ଶୋଚନୀୟ ମୃତ୍ୟୁ

ନୟାଗଡ: ନୟାଗଡ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ କରଡା ନନ୍ଦିଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗାଡିର ଡ୍ରାଇଭର ସମେତ ୪ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ମାନେ ହେଲେ ଚିରଞ୍ଜିବି ସାହୁ, ମଧୁସ୍ମିତା ଓ ଆଦିତ୍ୟ । ସମସ୍ତେ ଗୋଟିଏ ପରିବାରର…

ଜାଣନ୍ତୁ, ସ୍ଵାମୀ ବିବେକାନନ୍ଦଙ୍କ ସମ୍ପର୍କରେ କିଛି ଅଜଣା କଥା…

ଭୁବନେଶ୍ୱର: ବିବେକାନନ୍ଦଙ୍କ ପିଲା ଦିନର ନାମ ଥିଲା ନରେନ୍ଦ୍ରନାଥ । ପିଲାଟି ଦିନରୁ ସେ ସତ୍ୟ ସନ୍ଧାନ ପାଇଁ ବ୍ୟାକୁଳ ଥିଲେ । ଜୀବନ ଯେଉଁ ସତ୍ୟ ଦ୍ୱାରା ପରିଚାଳିତ, ସେହି ସତ୍ୟକୁ ଜାଣିବା ପାଇଁ ସେ ବ୍ୟସ୍ତ ରହୁଥିଲେ । ଯେଉଁ ସତ୍ୟ ଭିତରେ ପୃଥିବୀ ଆବଦ୍ଧ ସେହି ସତ୍ୟାଲୋକର ମହିମା ଜାଣିବା…

ମାର୍କେଟ ବିଲ୍ଡିଂ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣା; ୧୮ ଜଣଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତବହୁଳ ମାର୍କେଟ ବିଲ୍ଡିଂରେ ଅଜଣା ଦୁର୍ବୁତ୍ତମାନେ ଶୁକ୍ରବାର ସନ୍ଧ୍ୟାରେ ଆତଙ୍କରାଜ କରିବା ଘଟଣାରେ ପୋଲିସ ପକ୍ଷରୁ ୧୮ଜଣଙ୍କୁ ଧରା ହୋଇଛି । ଏନେଇ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ୱିଟ୍ କରାଯାଇଛି ।…

କନୌଜ ବସ୍ ଦୁର୍ଘଟଣା: ଡିଏନଏ ଟେଷ୍ଟ ଦ୍ୱାରା ମୃତକଙ୍କୁ କରାଯିବ ଚିହ୍ନଟ

କନୌଜ: ଉତ୍ତର ପ୍ରଦେଶର କନୌଜ ଜିଲ୍ଲାରେ ଏକ ଟ୍ରକ ଓ ଯାତ୍ରୀବାହୀ ବସ ମଧ୍ୟରେ ଧକ୍କା ଘଟିବାରୁ ଚଳନ୍ତା ବସଟି ସମ୍ପୂର୍ଣ୍ଣ ଜଳିଯାଇଛି । ଉକ୍ତ ଘଟଣାରେ ପାଖାପାଖି ୨୦ରୁ ଅଧିକ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ନେଇ ଜଣାପଡିଛି । ଆଇଜି (କାନପୁର ରେଞ୍ଜ) ମୋହିତ ଅଗ୍ରୱାଲ୍ ଗଣମାଧ୍ୟମକୁ…