Latest Odisha News

BREAKING NEWS

‘ଭାରତ ବନ୍ଦ’ ଲାଗି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ବିଭିନ୍ନ ଟ୍ରେଡ ୟୁନିୟନ୍ ପକ୍ଷରୁ ଦିଆଯାଇଥିବା ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁଁ ଜନଜୀବନ ଏକପ୍ରକାର ବାଧାପ୍ରାପ୍ତ ହୋଇଛି । ଏହି ବନ୍ଦର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି । ସୁରକ୍ଷା ଦୃଷ୍ଟିକୁ ନଜରରେ ରଖି ରାଜ୍ୟର ୧୫ଟି ଜିଲ୍ଲାରେ ସ୍କୁଲଗୁଡିକୁ…

‘ଭାରତ ବନ୍ଦ’ ଯୋଗୁଁ ରାଜ୍ୟରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ୱର: ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ଦେଶବ୍ୟାପୀ ବନ୍ଦ ପାଳନ ବେଳେ ରେଳରୋକ ଯୋଗୁଁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଏହି ରେଳ ଚଳାଚଳରେ ବାଧାପ୍ରାପ୍ତ ଯୋଗୁଁ ଅଧିକାଂଶ ଟ୍ରେନ ବିଭିନ୍ନ ଷ୍ଟେସନରେ ଅଟକି ରହିଥିବା ଯୋଗୁଁ ଚଳାଚଳ ବନ୍ଦ ରହିଛି । ବନ୍ଦ ଯୋଗୁଁ ରାଜ୍ୟର…

ଟ୍ରେଡ୍ ୟୁନିୟନ ପକ୍ଷରୁ ‘ଭାରତ ବନ୍ଦ’ ଡାକରା; ଜନଜୀବନ ବାଧାପ୍ରାପ୍ତ

ଭୁବନେଶ୍ୱର: ବିଭିନ୍ନ ଟ୍ରେଡ ୟୁନିୟନ୍ ପକ୍ଷରୁ ଦିଆଯାଇଥିବା ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁଁ ଜନଜୀବନ ଏକପ୍ରକାର ବାଧାପ୍ରାପ୍ତ ହୋଇଛି । ଏହି ବନ୍ଦର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି । ଦେଶରେ ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ସାମାଜିକ ସୁରକ୍ଷା ଭଳି…

ଦୈନିକ ଉର୍ଦ୍ଦୁ ଖବରକାଗଜ ‘ଅଖବାରନାମା’ର ୮ମ ସ୍ୱନକ୍ଷତ୍ର ଉତ୍ସବ ପାଳିତ

ଭୁବନେଶ୍ୱର: ଏକ ସଶକ୍ତ ଓ ବିକଶିତ ସମାଜ ଗଠନରେ ଗଣମାଧ୍ୟମର ପ୍ରମୁଖ ଭୂମିକା ରହିଛି । ଗଣମାଧ୍ୟମ ହେଉଛି ସାଧାରଣ ଲୋକଙ୍କ ସ୍ୱର । ସେମାନଙ୍କର ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବା ଗଣମାଧ୍ୟମର ମୁଖ୍ୟ ଦାୟିତ୍ୱ । ସମାଜରେ ଘଟୁଥିବା ଅନେକ ସକାରତ୍ମକ ଘଟଣା ଲୋକଲୋଚନକୁ ଆସିବା ଦରକାର । ସବୁ…

ବଲିଉଡ଼ରେ ପାଦ ଥାପିବେ ଇରଫାନ ପଠାନ୍ !

ମୁମ୍ବାଇ: କ୍ରିକେଟରୁ ଅବସର ଘୋଷଣା କରିବା ପରେ ଟିମ୍ ଇଣ୍ଡଆ ଅଲରାଉଣ୍ଡର ଇରଫାନ ପଠାନ ତାଙ୍କ ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ମୁହଁ ଖୋଲିଛନ୍ତି । ପ୍ରାରମ୍ଭିକ ପର୍ଯ୍ୟାୟରେ କୋଚ, ଭାଷ୍ୟକାର ପାଇଁ ଚେଷ୍ଟା କରିବେ । ଏହା ବ୍ୟତୀତ ଫିଲ୍ମରେ ଅଭିନୟ କରିବା ପାଇଁ ନିଷ୍ପତି ନେଇଛି । ଏପରି କି ସେ…

ଭାରତ ବନ୍ଦ: ବୁଧବାର ଉତ୍କଳ ବିଶ୍ଵବିଦ୍ୟାଳୟର ସମସ୍ତ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: କେନ୍ଦ୍ର ଟ୍ରେଡ଼ ୟୁନିଅନ ଆସନ୍ତା ଜାନୁଆରୀ ୮ ତାରିଖରେ ଦେଇଥିବା ଭାରତ ବନ୍ଦ ଡାକରା ପରିପେକ୍ଷିରେ ଉତ୍କଳ ବିଶ୍ଵବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ୮ ତାରିଖରେ ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷା ଗୁଡିକୁ ସ୍ଥଗିତ ରଖାଯାଇଥିବା ଉତ୍କଳ ବିଶ୍ଵବିଦ୍ୟାଳୟର୍…

ରାଜ୍ୟ ସରକାର ୧୩ଟି କଲେଜକୁ ଦେଲେ କାରଣ ଦର୍ଶାଅ ନୋଟିସ୍ !

ଭୁବନେଶ୍ୱର: ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ପରୀକ୍ଷା ରେଜଲ୍ଟ ଏବଂ କଲେଜଗୁଡିକରେ ପିଲାଙ୍କ ଉପସ୍ଥାନକୁ ଗୁରୁତ୍ୱ ଦେଉଛି ଉଚ୍ଚଶିକ୍ଷା ବିଭାଗ । ତେବେ ରାଜ୍ୟରେ କେଉଁ ସବୁ କଲେଜରେ କେତେ ପିଲା ନାମ ଲେଖାଇଛନ୍ତି ତାହାର ଅନୁଧ୍ୟାନ ରିପୋର୍ଟ ଯାଞ୍ଚ ହୋଇଛି ।…

ରାଜ୍ୟର ଶିକ୍ଷକମାନେ ଆଉ ପାଇବେନି ଖରାଛୁଟି !

ଭୁବନେଶ୍ୱର: ଓଡ଼ିଶା ସରକାର ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଣିବାରେ ଲାଗିଛନ୍ତି । ଶିକ୍ଷାର ମାନବୃଦ୍ଧି କରିବା ଲାଗି ସରକାର ଅନେକ ଯୋଜନା ପ୍ରସ୍ତୁତ କରିଥିବା ବେଳେ ଏହି ଯୋଜନା ଗୁଡ଼ିକ ସୁଚାରୁରୂପେ ପରିଚାଳିତ ହେବ ସେଥିଲାଗି ସଫଳ ୫ଟି ପଦ୍ଧତିକୁ ଆପଣେଇ ନେଇଛନ୍ତି ରାଜ୍ୟ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୮-୦୧-୨୦୧୯ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜାନୁୟାରୀ ତା ୦୮ରିଖ ବୁଧବାର ଧନୁ ୨୪ ଦିନ ପୌଷ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି ରୋହିଣୀ  ନକ୍ଷତ୍ର ବୃଷ ଚନ୍ଦ୍ର ଘାତ ବାର-: କର୍କଟ…

ରାତାରାତି କୋଟିପତି ହେଲେ ପରିବା ବିକାଳି !

ଭୁବନେଶ୍ୱର: ଭାଗ୍ୟ ସହାୟ ହେଲେ ସବୁ କିଛି ସମ୍ଭବ ହୋଇପାରିବ । ଏପରି ଏକ ଘଟଣା ଘଟିଛି କୋଲକାତାର ଦମଦମ ଅଂଚଳରେ । ରାତାରାତି ପରିବା ବିକାଳୀ ସାଦିକ୍ କୋଟିପତି ପାଲଟି ଯାଇଛନ୍ତି । ମିଳିଥିବା ସୂଚନା ମୁତାବକ ସାଦିକ୍ ୩୧ ଡିସେମ୍ବର ୨୦୧୯ରେ ପତ୍ନୀ ସହିତ ନାଗାଲାଣ୍ଡ ଲଟେରୀର ୫ ଟି ଟିକେଟ…