ଆଜି ଭାରତ-ଶ୍ରୀଲଙ୍କା ୨ୟ ଟି-୨୦ ମୁକାବିଲା; ବୁମରାହଙ୍କ ଉପରେ ନଜର
ଇନ୍ଦୋର: ଆଜି ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯିବ । ବର୍ଷା ଯୋଗୁଁ ପ୍ରଥମ ମ୍ୟାଚ୍ ବାତିଲ ହୋଇଥିବା ବେଳେ ଏହାକୁ ଜିତିବା ପାଇଁ ଉଭୟ ଦଳ ମଧ୍ୟରେ କଡା ଟକ୍କର ହେବ ।
ଏହି ମ୍ୟାଚ୍ ଇନ୍ଦୋରର ହୋଲକର୍ ଷ୍ଟାଡିୟମରେ ଆଜି ରାତି ୭ଟା ବେଳେ ଅନୁଷ୍ଠିତ ହେବାକୁ ଯାଉଛି ।…