ଗ୍ରାହକଙ୍କ ଲାଗି ବିଏସଏନଏଲର ନୂଆବର୍ଷ ଅଫର, ଜାଣନ୍ତୁ କେତେ ରହିଛି ପ୍ୟାକ୍
ନୂଆଦିଲ୍ଲୀ: ନବବର୍ଷ ଲାଗି ଘରୋଇ ଟେଲିକମ୍ କମ୍ପାନୀ ଗୁଡିକ ନିଜ ନିଜର ପ୍ଲାନ୍ ଜାରି କଲାପରେ ଏବେ ସରକାରୀ ଟେଲିକମ କମ୍ପାନୀ ବିଏସଏନଏଲ ମଧ୍ୟ ପ୍ରିପେଡ୍ ଯୋଜନା ଲାଗି ଆକର୍ଷଣୀୟ ଅଫର ଆଣିଛି ।
ନୂଆ ପ୍ଲାନ୍ ଅନୁଯାୟୀ ବିଏସଏନଏଲ ତା’ର ବାର୍ଷିକ ଯୋଜନାର ଅବଧି ପ୍ରାୟ ୬୦ଦିନ ବଢାଇଦେଇଛି ।…