ବିଏସଏନଏଲ ଗ୍ରାହକଙ୍କ ପାଇଁ ଖୁସି ଖବର; ଏହି ପ୍ଲାନରେ ମିଳିବ ୩ ଜିବି ଡାଟା ସହ ଅନଲିମିଟେଡ଼ କଲିଂ
ଭୁବନେଶ୍ୱର: ରିଲାଏନ୍ସ ଜିଓ, ଏୟାରଟେଲ ଭଳି ଆଗଧାଡ଼ିର ଟେଲିକମ ସେବାକୁ ଟକ୍କର ଦେବାକୁ ନୂଆ ପ୍ଲାନ ସହ ବଜାରକୁ ଆସୁଛି ସରକାରୀ ଟେଲିକମ୍ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ୍(ବିଏସଏନଏଲ) ।
ପ୍ରାପ୍ତ ସୂଚନା ଅନୁଯାୟୀ, ବିଏସଏନଏଲ ଏହାର ୬୬୬ ଟଙ୍କିଆ ପ୍ରିପେଡ୍ ପ୍ଲାନ୍କୁ ଅପଡେଟ୍…