Latest Odisha News

BREAKING NEWS

ଅଯୋଧ୍ୟା ମାମଲା: ଆଗତ ରିଭ୍ୟୁ ପିଟିସନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାର ରାୟ ବିରୋଧରେ ଦାଏର କରାଯାଇଥିବା ରିଭ୍ୟୁ ପିଟିସନ ଉପରେ ଗୁରୁବାର ଦିନ ଶୁଣାଣି କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଜଷ୍ଟିସ ଏସଏ ବୋବଡେଙ୍କ…

ଝାଡଖଣ୍ଡ ନିର୍ବାଚନ: କଡା ସୁରକ୍ଷା ମଧ୍ୟରେ ୧୭ ଆସନ ଲାଗି ମତଦାନ ଜାରି

ରାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ୩ୟ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଏହି ୩ୟ ପର୍ଯ୍ୟାୟରେ ୧୭ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଡ଼ା ସୁରକ୍ଷା ବଳୟରେ ମତଦାନ ଜାରି ରହିଛି । ଆଜି ଯେଉଁସବୁ ବିଧାନସଭା ନିର୍ବାଚନ ମଣ୍ଡଳିରେ ଭୋଟଗ୍ରହଣ ଅନୁଷ୍ଠିତ ହେଉଛି ସେଥି…

କାହିଁକି ହୋମ ବିନା କୌଣସି ପୂଜାକାର୍ଯ୍ୟ ସମ୍ପୂର୍ଣ୍ଣ ହୁଏନାହିଁ, ଜାଣନ୍ତୁ…

ହିନ୍ଦୁ ଧର୍ମରେ ଅନେକ ପରମ୍ପରା କାହିଁ କେଉଁ କାଳରୁ ରହି ଆସିଛି । ସେଠି ମଧ୍ୟରୁ ଗୋଟିଏ ହେଉଛି ହୋମ,ଯଜ୍ଞାନୁଷ୍ଠାନ । ରାମାୟଣ, ମହାଭାରତ ଯୁଗରେ ମଧ୍ୟ ହୋମ ର ବହୁ ଗୁରୁତ୍ୱ ରହିଥିଲା । ଅଗ୍ନିଙ୍କ ମାଧ୍ୟମରେ ଈଶ୍ୱରଙ୍କ ଉପାସନା କରିବାର ପ୍ରକ୍ରିୟା କୁ ହୋମ କୁହାଯାଏ । ଏକଥା ମଧ୍ୟ କୁହାଯାଏ…

ବଲାଙ୍ଗୀରରୁ ଉଦ୍ଧାର ହେଲେ ୩୨ ଦାଦନ ଶ୍ରମିକ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ତୁରେକେଲା ରେଳଷ୍ଟେସନରୁ ସ୍ଥାନୀୟ ପୋଲିସ ପକ୍ଷରୁ ପ୍ରାୟ ୩୨ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସମସ୍ତ ଶ୍ରମିକ ମାନଙ୍କ ଘର ସ୍ଥାନୀୟ ବେଳପଡା ବ୍ଲକ୍ ଅଞ୍ଚଳରେ ବୋଲି ଜଣାପଡ଼ିଛି । ଏଥିସହିତ ସେମାନଙ୍କ ମଧ୍ୟରେ ୧୪ ଜଣ ଛୋଟ ପିଲା ରହିଥିବା ନେଇ…

୬୯ ବର୍ଷରେ ପଦାର୍ପଣ କଲେ ସୁପରଷ୍ଟାର୍ ରଜନୀକାନ୍ତ

ଭୁବନେଶ୍ୱର : ତାମିଲ  ସୁପରଷ୍ଟାର୍ ରଜନୀକାନ୍ତ୧୯୫୦ ମସିହା ଡିସେମ୍ବର ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଯିଏକି ଦକ୍ଷିଣ ଭାରତୀୟ ଦର୍ଶକଙ୍କ ଗହଣରେ ଭଗବାନ ରୂପେ ସ୍ଥାନ ପାଇଛନ୍ତି । ଏହି ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି- ଏକ ସାଧାରଣ ପରିବାରରେ ଜନ୍ମିତ ରଜନୀ କିଭଳି…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୨-୧୨-୨୦୧୯ ଗୁରୁବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା ୧୨ ରିଖ ଗୁରୁବାର ବିଛା ୨୬ ଦିନ ମାର୍ଗଶିର ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ଭୁକ୍ତ ପ୍ରତିପଦା ତିଥି ରୋହିଣୀ ନକ୍ଷତ୍ର…

ମୋବାଇଲ୍ ପରାମର୍ଶରେ ପ୍ରଚୁର ଦୁଗ୍ଧ ଉତ୍ପାଦନ କଲେ ଓଡିଶାର ଏହି ଗୋପାଳନ ଚାଷୀ, ଜାଣନ୍ତୁ

ଗଞ୍ଜାମ: ବର୍ତ୍ତମାନ ସମୟରେ ସବୁକିଛି ଡିଜିଟାଲ୍ ତଥା ହାଇଟେକ୍ ହେଉଥିବା ବେଳେ ସେଥିରେ ଚାଷବାସ ମଧ୍ୟ ସାମିଲ ହୋଇଗଲାଣି । ଏବେ କୃଷକ ତଥା ଚାଷୀମାନେ ମଧ୍ୟ ଇଣ୍ଟରନେଟ୍ ଏବଂ ମୋବାଇଲର ବ୍ୟବହାର କରି ଶିକ୍ଷିତ ହେବାସହ ବିଭିନ୍ନ ପରାମର୍ଶକୁ ଚାଷବାସ କାର୍ଯ୍ୟରେ ଉପଯୋଗ କରି ଅଧିକ ରୋଜଗାର ମଧ୍ୟ…

ଆସନ୍ତା ବର୍ଷଠାରୁ ୩୬ଟି ନୂଆ ଆଦର୍ଶ ମଡେ଼ଲ୍ ସ୍କୁଲ ଖୋଲାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଶିକ୍ଷାବର୍ଷଠାରୁ ରାଜ୍ୟରେ ୩୬ଟି ନୂଆ ଆଦର୍ଶ ମଡେ଼ଲ୍ ବିଦ୍ୟାଳୟ ଖୋଲାଯିବା ନେଇ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ଘୋଷଣା କରିଛନ୍ତି । Hon'ble CM addressed the Orientation Programme for Principals…

୬୭ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ଭାରତ ଜିତିଲା ଟି-୨୦ ଶୃଙ୍ଖଳା

ମୁମ୍ବାଇ: ୱାଙ୍ଖେଡେ଼ ଷ୍ଟାଡ଼ିୟମଠାରେ ଅନୁÂିତ ହୋଇଥିବା ଚୂଡ଼ାନ୍ତ ଟି-୨୦ ମ୍ୟାଚରେ ଭାରତ ୱେଷ୍ଟଇଣ୍ଡିଜକୁ ୬୭ ରନରେ ପରାସ୍ତ କରି ବୃହତ ବିଜୟ ହାସଲ କରିପାରିଛି । ଭାରତ ଏହି ବିଜୟ ସହିତ ଶୃଙ୍ଖଳାକୁ ୨-୧ରେ ହାତେଇବାରେ ସକ୍ଷମ ହୋଇଛି । India win by 67 runs! Kieron Pollard's…

‘ଫେଡକୋର ସହଯୋଗୀ ମହିଳା ଏସଏଚଜି’ ମିଶନ ଶକ୍ତି ପକ୍ଷରୁ ସମ୍ମାନିତ

ଭୁବନେଶ୍ୱର: ଫିଡବ୍ୟାକ ଏନର୍ଜି ଡିଷ୍ଟ୍ରିବ୍ୟୁସନ କଂପାନି (ଫେଡକୋ)ର ସହଯୋଗୀ ଭାବେ କାର୍ଯ୍ୟ କରୁଥିବା ନୟାଗଡ଼ର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ବିଦ୍ୟୁତ ବିତରଣ କ୍ଷେତ୍ରରେ ସଫଳ ରାଜସ୍ୱ ପରିଚାଳନା କାର୍ଯ୍ୟ ପାଇଁ ଓଡ଼ିଶା ସରକାର ସ୍ୱୀକୃତି ପ୍ରଦାନ କରିଛନ୍ତି । ମିଶନ ଶକ୍ତି ପକ୍ଷରୁ…