ନ୍ୟାୟପାଳିକାକୁ ଏନକାଉଣ୍ଟର
ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’...
ହାଇଦ୍ରାବାଦର ଭେଟେନାରୀ ଡାକ୍ତରଙ୍କ ଗଣଦୁଷ୍କର୍ମ ଘଟଣାର ଚାରି ଅଭିଯୁକ୍ତ ଗତ ୬ ତାରିଖରେ ପୋଲିସର ଏନକାଉଣ୍ଟରରେ ମୃତ୍ୟୁବରଣ କରିଛନ୍ତି । ପୋଲିସର କହିବା ଅନୁସାରେ ଅଭିଯୁକ୍ତ ମାନଙ୍କୁ ଅପରାଧ ସ୍ଥଳୀକୁ ନେବା ସମୟରେ ସେମାନେ…