ଭାରତ ସାମ୍ନାରେ ୨୦୮ ରନର ବିଜୟ ଲକ୍ଷ୍ୟ ରଖିଲା ୱେଷ୍ଟଇଣ୍ଡିଜ୍
ହାଇଦ୍ରାବାଦ: ହାଇଦ୍ରାବାଦର ରାଜୀବ ଗାନ୍ଧୀ କ୍ରିକେଟ ଷ୍ଟାଡ଼ିୟମରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ହେଉଥିବା ଟି-୨୦ ମ୍ୟାଚରେ ୱେଷ୍ଟଇଣ୍ଡିଜ୍ ପ୍ରଥମେ ବ୍ୟାଟିଂ କରି ୫ ୱିକେଟ ବିନିମୟରେ ୨୦୭ ରନ ସ୍କୋର କରିଛି । ଭାରତକୁ ଏହି ମ୍ୟାଚ ଜିତିବାକୁ ହେଲେ ନିର୍ଦ୍ଧାରିତ ୨୦ ଓଭରରେ ୨୦୮…