ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମ ଟି-୨୦ ଟକ୍କର ଆଜି
ନୂଆଦିଲ୍ଲୀ: ଆଜି ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଖେଳାଯିବ । ଭାରତୀୟ ଖେଳାଳୀ ମାନେ ୧ମ ମ୍ୟାଚରେ ନିଜର ଶକ୍ତି ପ୍ରଦର୍ଶନ କରିବା ସହ ବିଜୟ ଧାରା ଆରମ୍ଭ କରିବା ଲାଗି ରଣନୀତି ପସ୍ତୁତ କରିଛନ୍ତି ।
ଆଜି ରାତି ୭ଟା ବେଳେ ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ…