ଶ୍ରୀମନ୍ଦିର ସୁରକ୍ଷା ପାଇଁ ଘରୋଇ ଜମି ପ୍ରଦାନ ସୀମା ଡିସେମ୍ବର ୯ ଯାଏଁ ବୃଦ୍ଧି
ପୁରୀ: ଶ୍ରୀମନ୍ଦିର ସୁରକ୍ଷା ନିମନ୍ତେ ସ୍ୱେଚ୍ଛାକୃତ ଭାବରେ ଜମି ବିକ୍ରୟ ପାଇଁ ରାଜ୍ୟ ସରକାର ଏହି ସମୟସୀମାକୁ ଆଉ ୭ ଦିନ ଅର୍ଥାତ୍ ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।
ଶ୍ରୀମନ୍ଦିର ନିରାପତ୍ତା ବଳୟ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ କ୍ରମେ…