Latest Odisha News

BREAKING NEWS

ଆଧାର ପକ୍ଷରୁ ଲଞ୍ଚ ହେଲା ନୂଆ ମୋବାଇଲ ଆପ୍ସ…

ଭୁବନେଶ୍ୱର: ଆଧାର ସମ୍ବନ୍ଧୀୟ ନିଜର ସବୁ ଦରକାରୀ ଡାଟା ଡାଉନଲୋଡ ପାଇଁ ୟୁ.ଆଇ.ଡି.ଏ.ଆଇ ଆଧାର ଲଞ୍ଚ କଲା ତାର ନୂଆ ମୋବାଇଲ ଆପ୍ସ ଜ୍ଝ ଫଳରେ ପୁରୁଣା ଆପ୍ସ ଆଉ କାମ କରିବନି । ଏନେଇ ୟୁ.ଆଇ.ଡି.ଏ.ଆଇ ତାର ଟ୍ୱିଟର ହ୍ୟାଣ୍ଡେଲରେ ପୋଷ୍ଟ କରିଛି ।…

ଆସନ୍ତାକାଲିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି

ପୁରୀ: ଆସନ୍ତାକାଲିଠାରୁ ତିନିଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ପାଳନ ହେବ ଆଲୋକର ଉତ୍ସବ। ଏହାକୁ ଦେବଦୀପାବଳି ବୋଲି କୁହାଯାଏ । ଏହି ଉତ୍ସବ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀରେ ପାଳନ କରାଯାଏ । ପରମ୍ପରା ଅନୁସାରେ ଏହିଦିନ ତିନି ଦିଅଁଙ୍କର ଶ୍ରାଦ୍ଧ ବେଶ ହୋଇଥାଏ । ତିନିଠାକୁର…

ଫେସବୁକରେ ହତ୍ୟା ଧମକ ଦେଇ ଗିରଫ ହେଲେ ଯୁବକ

ଭୁବନେଶ୍ୱର: ଫେସବୁକ୍ ଭଳି ସୋସିଆଲ୍ ମିଡିଆ ପ୍ଲାଟଫର୍ମରେ ଜଣେ ବ୍ୟକ୍ତିଙ୍କୁ ଅଶ୍ଲୀଳ କମେଣ୍ଟ ଓ ହତ୍ୟା ଧମକ ଦେବା ଅଭିଯୋଗରେ କମିଶନରେଟ୍ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ସମ୍ପୃକ୍ତ ଯୁବକଙ୍କ ନାମ ଉଦୟ ଜେନା (୨୧) ଏବଂ ସେ ଯାଜପୁର ଜିଲ୍ଲା ପାଣିକୋଇଲି ନିକଟ ସାହପୁରର ବାସିନ୍ଦା ।…

ଭୁବନେଶ୍ୱରରେ ଗଡିଲା ଇଲେକ୍ଟ୍ରୋନିକ୍ ବସ୍ !

ଭୁବନେଶ୍ୱର: କ୍ରୁଟ୍ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ଶନିବାର ଦିନ ଟ୍ରାଲର ଭାବେ ଗଡିଛି ଇଲେକ୍ଟ୍ରିକ୍ ବସ । ନିକଟ ଅତୀତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ଟି ଇଲେକ୍ଟ୍ରୋନିକ୍ ବସ୍ ଚଳାଚଳ ପାଇଁ ଘୋଷଣା କରିଥିଲେ । ଏହି ବସ୍ ଚଳାଚଳ ଫଳରେ ସହରରେ ବାୟୁ ଓ ଧ୍ୱନି ପ୍ରଦୂଷଣ ମାତ୍ରା କମ୍…

ପିଆଜ @ ୧୦୦

ଭୁବନେଶ୍ୱର: ରାତି ପାହିଲେ ବଢ଼ିଚାଲିଛି ପିଆଜ ଦର। ଗତ ସପ୍ତାହରେ ୬୦ ଭିତରେ ଥିବା ଏବେ ୯୦ ଛୁଇଁଥିବା ବେଳେ ଆଜି କଟକରେ ପିଆଜ ଦର ୧୦୦ ଛୁଇଁଛି । ପ୍ରତିଦିନ ପିଆଜର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଙ୍କୁ କଲବଲ କରିଦେଲାଣି। ଚାରି ମାସ ତଳେ କିଲୋ ପିଛା ୨୦ ରୁ ୨୫ ଟଙ୍କାରେ ବିକ୍ରି ହେଉଥିବା…

ପାରାଦୀପ ବନ୍ଦରରେ ଲାଗିଲା ଭାରତୀୟ ଯୁଦ୍ଧଜାହାଜ; ଆଜି ଦେଖିପାରିବେ ସର୍ବସାଧାରଣ

ପାରାଦୀପ: ଭାରତୀୟ ନୌସେନାର ୨ଟି ଜାହାଜ ଆଇଏନଏସ ରାଣା ଓ ଆଇଏନଏସ ଘଡ଼ିଆଳ ଶନିବାର ରାତିରେ ପାରାଦୀପ ବନ୍ଦରରେ ଲାଗିଛି । ମିଳିଥିବା ସୂଚନା ଅନୁସାରେ ଆଜି ସ୍କୁଲପିଲା ଓ ସର୍ବସାଧାରଣ ଏହାକୁ ଦେଖିବାକୁ ସୁଯୋଗ ପାଇବେ । ତେବେ ଏଥିପାଇଁ ନୌସେନା ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।…

ଭଦ୍ରକର ପୁରାତନ ମହାବୀର ମନ୍ଦିର; ଯେଉଁଠି ବଢିଚାଲିଛନ୍ତି ସ୍ୱୟଂ ହନୁମାନ !

ଭଦ୍ରକ: ରାମାୟଣରେ ବର୍ଣ୍ଣନା ଅନୁଯାୟୀ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପରମ ଭକ୍ତ ସର୍ବ ଶକ୍ତିମାନ ହନୁମାନଜୀଙ୍କ ଅସାଧ୍ୟ ସାଧନ କଥା ସମସ୍ତେ ଜାଣିଛନ୍ତି । ଯେଉଁ ସ୍ଥାନକୁ ଯିବା ଅସମ୍ଭବ ସେହି ସ୍ଥାନକୁ ଯାଇ ଶ୍ରୀ ହନୁମାନଜୀ ଅନେକଙ୍କ ପ୍ରାଣରକ୍ଷା କରିଛନ୍ତି । ମର୍ଯ୍ୟାଦା ପୁରୁଷ ପ୍ରଭୁ…

ରାଜଧାନୀରେ ଚାଞ୍ଚଲ୍ୟ, ଇସ୍କନ ମନ୍ଦିର ପରିସରରୁ ଉଦ୍ଧାର ହେଲା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ ଇସ୍କନ ମନ୍ଦିର ପରିସରରୁ ରବିବାର ଦିନ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତିଙ୍କ ନାମ ବାବୁ ସାହୁ ଏବଂ ସେ ଗଞ୍ଜାମ ଜିଲ୍ଲା ଶେରଗଡର ବାସିନ୍ଦା ବୋଲି ପୋଲିସ ସୁତ୍ରରୁ ପ୍ରକାଶ । ସେ ମନ୍ଦିର ପରିସରରେ ଥିବା ଏକ…

କ୍ରୋଧ ନିୟନ୍ତ୍ରଣ କରିବାର ସରଳ ଉପାୟ

ଭୁବନେଶ୍ୱର: କଣ ଆପଣ କଥା କଥାରେ ରାଗନ୍ତି ? କେବେ ନିଜ ଲୋକଙ୍କ ଉପରେ ରାଗି ତାଙ୍କ ମନ ଦୁଃଖ କରିଛନ୍ତି ? କେବେ ନିଜର ରାଗ ପାଇଁ ନିଜ କାମ ଖରାପ କରିଛନ୍ତି ? ଯଦି ଆପଣଙ୍କ ଏହି ରାଗ ଆପଣଙ୍କ ଜୀବନରେ କିଛି ବ୍ରେକ୍ ଲଗାଇଦେଇଛି । ତେବେ ତଳେ ଦିଆଯାଇଥିବା ଏହି ଟିପ୍ସ ଆପଣାନ୍ତୁ, ଆଉ ନିଜ ରାଗ…

ବିଜେଡିରେ ମିଶିଲେ ପ୍ୟାରୀଙ୍କ ଝିଅ ସିକ୍ତା

ଭୁବନେଶ୍ୱର: ବିଜେଡିର ପୂର୍ବତନ ସାଂସଦ ତଥା ଦିବଂଗତ ନେତା ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି ରବିବାର ଦିନ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗ ଦେଇଛନ୍ତି । ସେ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ଶାସକ ଦଳ ବିଜେଡି (ବିଜୁ…