ମୁହଁରୁ ଦୂର ହୋଇଯିବ ସବୁ ଦାଗ, ଜାଣନ୍ତୁ କେମିତି !
ଭୁବନେଶ୍ୱର: ପୁଦିନା ସୌନ୍ଦର୍ଯ୍ୟ ପାଇଁ ବେଶ ଲାଭକାରୀ ହୋଇଥାଏ। ପୁଦିନାରେ ଥିବା ଆଣ୍ଟି ବ୍ୟାକ୍ଟେରିଆ ଗୁଣ କାରଣରୁ ଏହା ତ୍ୱଚାରେ ଥିବା ଦାଗ ଦୂର କରିବାରେ ରାମବାଣ ସଦୃଶ କାମକରିଥାଏ।
ସ୍କିନ୍ ନ୍ୟୁଟ୍ରିଶନ ପାଇଁ: ପୁଦିନା ତ୍ୱଚାକୁ ମଶ୍ଚରାଇଜ୍ କରିବାରେ ସାହାଯ୍ୟ କରେ। ପୁଦିନା ପତ୍ରର…