Latest Odisha News

BREAKING NEWS

ଭୁବନେଶ୍ୱର ଏୟାରପୋର୍ଟରୁ ଜବତ ହେଲା ଏକ କିଲୋଗ୍ରାମରୁ ଅଧିକ ସୁନା !

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଗୁରୁବାର ଦିନ ସୀମା ଶୁଳ୍କ ବିଭାଗ ପକ୍ଷରୁ ପ୍ରାୟ ୧.୩ କିଲୋଗ୍ରାମ ସୁନା ଜବତ ହୋଇଛି । ଏହି ସୁନା ଏହି ବିମାନ ବନ୍ଦରରୁ ବାହାରକୁ ଚୋରା ଚାଲାଣ ହେଉଥିବା ବେଳେ ସୀମା ଶୁଳ୍ପ ବିଭାଗର କର୍ତ୍ତୃପକ୍ଷ ଏହାକୁ ଜବତ…

ଅଲିଭ୍‌ ରିଡ଼ଲେ କଇଁଛ ସଂରକ୍ଷଣ ଓ ସୁରକ୍ଷା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି

ଭୁବନେଶ୍ୱର: ଓଡିଶା ଉପକୂଳରେ ଅଲିଭ ରିଡ଼ଲେ କଇଁଛଙ୍କ ପ୍ରଜନନ ସମୟରେ ସଂରକ୍ଷଣ ଓ ସୁରକ୍ଷା ନିମନ୍ତେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ସବିଶେଷ ଆଲୋଚନା ହୋଇଛି । ଅଲିଭ୍‌ ରିଡ଼ଲେଙ୍କ…

‘ରାଫେଲ ରିଭ୍ୟୁ ପିଟିସନ’କୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଫ୍ରାନ୍ସର ଡସଲ୍ଟ ଏଭିଏସନ୍ଠଠାରୁ ରାଫେଲ୍‌ ଲଢୁଆ ବିମାନ କ୍ରୟ ବାବଦରେ ଏନ୍‌ଡିଏ ସରକାରଙ୍କୁ ସୁପ୍ରିମ୍‌ କୋର୍ଟ ଦେଇଥିବା କ୍ଲିନ୍‌ ଚିଟ୍‌ର ପୁନଃ ସମୀକ୍ଷା ପାଇଁ ଦାଏର କରାଯାଇଥିବା ପିଟିସନ୍‌ଗୁଡ଼ିକୁ ଗୁରୁବରଦିନ ସୁପ୍ରିମ୍‌ କୋର୍ଟ ଖାରଜ କରିଛନ୍ତି। ମେ ୧୦ ତାରିଖ ଦିନ…

ଚଳିତ ବର୍ଷ ଶେଷସୁଦ୍ଧା ସମାପ୍ତ ହେବ ନୌପଡା-ଗୁଣୁପୁର ରେଳବାଇ ବୈଦ୍ୟୁତିକରଣ କାର୍ଯ୍ୟ

ଭୁବନେଶ୍ବର:  ବିଜୟନଗରମ-ଟିଟିଲାଗଡ଼-ରାଇପୁର ରେଳ ଲାଇନର ୫୬ କିମି ଲମ୍ବା ଲାଞ୍ଜିଗଡ଼ ରୋଡ଼-ଜୁନାଗଡ଼ ରୋଡ଼ ରେଳ ସେକ୍ସନରେ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ଲାଇନର ୯୦କିମି ଲମ୍ବା ନୌପଡା-ଗୁଣୁପୁର ରେଳ ସେକ୍ସନରେ  ବୈଦ୍ୟୁତିକରଣ କାର୍ଯ୍ୟ ଖୁବ ଶୀଘ୍ର ଶେଷ ହେବ। ଏଥିପାଇଁ ଯୁଦ୍ଧକାଳୀନ…

ହଜି ହଜି ଯାଉଥିବା ଓଡିଆ ଗାଁ’ର ଜୀବନ ଓ ସୃଜନ…

କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ ମିଶ୍ରରାଗ: ହଜି ହଜି ଯାଉଥିବା ଓଡିଆ ଗାଁ'ର ଜୀବନ ଓ ସୃଜନ କେଦାର ମିଶ୍ର ସଂଜ ବୁଡ଼ିଲା ବେଳକୁ ଗହ ଗହ ଗାଁ ଦାଣ୍ଡ । ପୋଲାଙ୍ଗ ତେଲରେ ଦିକଦିକ ହୋଇ ଜଳୁଥିବା ଦୀପର ଆଲୁଅ ଓ ସେଇ ରହସ୍ୟଘେରା ପ୍ରକାଶରେ କେଇପଦ ଲଳିତ ଭାଗବତ । ଆଜି ମନେପକେଇଲେ ବି ଲାଗୁଛି…

ଶୋଇବା ପୂର୍ବରୁ ମୋବାଇଲ ବ୍ୟବହାର କରୁଥିଲେ ହୋଇଯାଆନ୍ତୁ ସାବଧାନ !

ଭୁବନେଶ୍ୱର: ଆଜିର ସମାଜକୁ ମୋବାଇଲ ଯେପରି ତାସହ ଏକ ଅଦୃଶ୍ୟ ଫାଶରେ ବାନ୍ଧି ରଖିଛି । ଏହାର ବ୍ୟବହାର ଜୀବନକୁ ଯେତିକି ସରଳ କରୁଛି ସ୍ୱାସ୍ଥ୍ୟ ପାଇଁ ସେତିକି ହାନି କାରକ ସାବ୍ୟସ୍ତ ହେଉଛି । ଏକ ସର୍ଭେରୁ ଜଣାପଡିଛି କି ବଡ ସହରଗୁଡିକର ଅଧିକାଂଶ ଲୋକ (ପାଖାପାଖି ୨ ଭାଗରୁ ୩ ଭାଗ)…

ଭାରତୀୟ ବୋଲରଙ୍କ ଘାତକ ବୋଲିଂରେ ବାଂଲାଦେଶ ଧରାଶାୟୀ; ୧୫୦ ରନରେ ଅଲଆଉଟ୍

ଇନ୍ଦୋର: ଇନ୍ଦୋରସ୍ଥିତ ହୋଲକର୍ କ୍ରିକେଟ ଷ୍ଟାଡ଼ିୟମରେ ଆଜି ଆରମ୍ଭ ହୋଇଛି ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ । ଭାରତୀୟ ବୋଲରଙ୍କ ଘାତକ ବୋଲିଂକୁ ସାମ୍ନା କରିନପାରି ବାଂଲା ବାଘ ମାଟି କାମୁଡ଼ିଛନ୍ତି । ବାଂଲାଦେଶ ଟେଷ୍ଟର ୧ମ ଇନିଂସରେ ମାତ୍ର ୧୫୦ ରନରେ ଅଲଆଉଟ ହୋଇଯାଇଛି ।…

ଟ୍ରାଫିକ ଉଲଂଘନକାରୀଙ୍କଠାରୁ ୨ ମାସରେ ୧ କୋଟି ଟଙ୍କାର ଜୋରିମାନା ଆଦାୟ କରିଛି ଓଡିଶା !

ଭୁବନେଶ୍ୱର: ନୂଆ ମୋଟରଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ମାସରୁ ନଭେମ୍ବର ମାସ ମଧ୍ୟରେ ପାଖାପାଖି ୧କୋଟି ଟଙ୍କା ଜୋରିମାନା ଆଦାୟ କରାଯାଇଥିବା ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ଦିନ ବିଧାନସଭାରେ ପ୍ରକାଶ କରିଛନ୍ତି । ଉଲଂଘନ ଓ ଉଲଂଘନକାରୀ: ଡ୍ରାଇଭିଂ ଲାଇସେନ୍ସ-…

ଚିଙ୍ଗୁଡି ପ୍ରୋସେସିଂ ୟୁନିଟରେ ଗ୍ୟାସ୍ ଲିକ୍ ଘଟଣା; ୭ ଗିରଫ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଖନ୍ତପଡା ଥାନା ଅନ୍ତର୍ଗତ ଫାଲକନ୍ ଚିଙ୍ଗୁଡି ଫ୍ୟାକ୍ଟ୍ରିରେ ବୁଧବାର ଦିନ ହୋଇଥିବା ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣାରେ ପୋଲିସ ଉକ୍ତ ୟୁନିଟର ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି, ୟୁନିଟର ଜେନେରାଲ ମ୍ୟାନେଜର,…