ଆଉ ଗୋଟିଏ ଦିନ ବଢ଼ିଲା କଟକ ବାଲିଯାତ୍ରା
କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରାର ଆଜି ହେଉଛି ତୃତୀୟ ଦିନ । ଗତ ନଭେମ୍ବର ୧୨ ତାରିଖରୁ ଆରମ୍ଭ ହୋଇଥିବା କଟକର ଐତିହାସିକ ବାଲିଯାତ୍ରା ଏଥର ଆଉ ଗୋଟିଏ ଦିନ ଅଧିକ ଚାଲିବ ବୋଲି ସୂଚନା ମିଳିଛି।
ଏହି ଅବସରରେ ଆଉ ୧ ଦିନ ଲାଗି ବାଲିଯାତ୍ରାକୁ ବୃଦ୍ଧି କରାଯାଇଥିବା ବେଳେ…