ଆଉ ୩ଟି ଟ୍ରେନରେ ଅଣସଂରକ୍ଷିତ ସ୍ଲିପର କ୍ଲାସ ଯାତ୍ରା ସୁବିଧା ନେଇ ଘୋଷଣା କଲା ପୂର୍ବତଟ ରେଳ
ଭୁବନେଶ୍ୱର: ସ୍ୱଳ୍ପ ଦୂରଗାମୀ ଯାତ୍ରା ପାଇଁ ଯାତ୍ରୀମାନଙ୍କୁ ଅଣସଂରକ୍ଷିତ ସ୍ଲିପର କ୍ଲାସ ସୁବିଧା ପ୍ରଦାନ କରିବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ଆହୁରି ୩ଟି ଟ୍ରେନରେ ଏହି ସୁବିଧା ପ୍ରଦାନ କରିଛି।
ସ୍ୱଳ୍ପଦୂରାଗାମୀ ଯାତ୍ରୀମାନେ ଆସନ୍ତା ଫେବୃୟାରି ମାସ ଶେଷ ଓ ମାର୍ଚ୍ଚ ପ୍ରଥମ ସପ୍ତାହ…