Latest Odisha News

BREAKING NEWS

‘ବାଲିଯାତ୍ରା’ରେ ଜମିବ ସାଂସ୍କୃତିକ କାର୍ଯ୍ୟକ୍ରମ; ମତୁଆଲା କରିବେ ଦଲେର

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ 'ବାଲିଯାତ୍ରା' ନଭେମ୍ବର ୧୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ପ୍ରତିବର୍ଷ ଭଳି ଚଳିତଥର ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମରେ ରଙ୍ଗାରଙ୍ଗ ହେବ ବାଲିଯାତ୍ରା ସନ୍ଧ୍ୟା । ଏପରିକି ନିଜ ଯାଦୁରେ ଦର୍ଶକଙ୍କୁ ମତୁଆଲା କରିବାକୁ ଯାଉଛନ୍ତି ଲୋକପି୍ରୟ…

ଦୁର୍ବଳ ହେଉଛି ବୁଲବୁଲ୍, ଓଡିଶାର ବିଭିନ୍ନ ସ୍ଥାନରେ ପାଗ ଶୁଖିଲା

ଭୁବନେଶ୍ୱର: ଅତି ଭୟଙ୍କର ରୂପ ନେଇଥିବା ବାତ୍ୟା ବୁଲବୁଲ୍ ଧିରେଧିରେ ଦୁର୍ବଳ ହେବାରେ ଲାଗିଛି । ଏହା ବର୍ତ୍ତମାନ ସମୟରେ ବାଂଲାଦେଶର ଉତ୍ତର-ପୂର୍ବ ଖେପପୁରା ଠାରୁ ୧୬୦ କିମି. ଦୂରରେ ବାଂଲାଦେଶର ଉପକୂଳ ଅଞ୍ଚଳରେ ରହିଛି । ଯାହା ଆଗାମୀ ୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତ ହୋଇ…

ଶିଶୁ ମୃତ୍ୟୁକୁ ନେଇ କଟକ ଏସସିବି ପରିସରରେ ଉତ୍ତେଜନା

କଟକ: ଚିକିତ୍ସାରେ ଅବହେଳା ଯୋଗୁଁ କଟକ ବଡ ମେଡିକାଲରେ ଜଣେ ୮ ବର୍ଷୀୟ ଶିଶୁର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି । ଯାହାଫଳରେ ରବିବାର ସକାଳେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଯାଇଛି । ଏପରିକି ସମ୍ପୃକ୍ତ ଶିଶୁର ପରିବାର ବର୍ଗ ହସ୍ପିଟାଲର କାଜୁଆଲିଟି ବିଭାଗରେ ତାଲା ପକାଇ…

ଭଦ୍ରକରେ ଜଳିଗଲା ଅନେକ ଘର, ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ଭଦ୍ରକ: ଭଦ୍ରକ ଜିଲ୍ଲାର ଧାମନଗର ଏନଏସି ଅନ୍ତର୍ଗତ କାଙ୍କରା ଗ୍ରାମରେ ଶନିବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୭ ବଖରା ଘର ଜଳି ଧୂଳିସାତ ହୋଇପଡିଛି । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣବଶତଃ ଏହି ଗାଁରେ ଅଚାନକ ନିଆଁ ଲାଗିଯାଇଥିଲା ।…

କ୍ୟାମେରା ଲେନସରେ ବାତ୍ୟା ‘ବୁଲବୁଲ୍’ର ବିପର୍ଯ୍ୟସ୍ତ ଚିତ୍ର…

ଭୁବନେଶ୍ୱର: ବାତ୍ୟା ‘ବୁଲବୁଲ୍’ ପ୍ରଭାବରେ ଉପକୂଳବର୍ତ୍ତୀ ଓଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲା କ୍ଷତିଗ୍ରସ୍ତ ହୋଇଛି । ଏହି ବାତ୍ୟା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ ଏବଂ ଯାଜପୁର ଜିଲ୍ଲାରେ ଅଧିକ ପ୍ରଭାବିତ ହୋଇଛି । ତେବେ ଭଦ୍ରକ, କେନ୍ଦ୍ରାପଡ଼ା,…

ପ୍ରତାପ ଜେନାଙ୍କୁ ମିଳିଲା ଭାରତର ‘ଶ୍ରେଷ୍ଠ ମନ୍ତ୍ରୀ’ ପୁରସ୍କାର

ଭୁବନେଶ୍ୱର: ପାଞ୍ଚଥର ବିଧାୟକ ଥିବା ତଥା ଓଡ଼ିଶାର ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ୨୦୧୯ ବର୍ଷ ଲାଗି ଭାରତର ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ମିଳିଛି । ଏହି ପୁରସ୍କାର ହାସଲ କରି ଓଡ଼ିଶାକୁ ଗୌରବାନ୍ୱିତ କରିଥିବା ମନ୍ତ୍ରୀ ଶ୍ରୀ ଜେନା…

ଜାଣନ୍ତୁ, କିପରି ନେବେ ଆଖିର ଯତ୍ନ…

ଭୁବନେଶ୍ୱର: ଆଖି ମନୁଷ୍ୟ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ । ଏହା ଏତେ ସୂକ୍ଷ୍ମ ଯେ ଠିକ ଭାବରେ ଯତ୍ନ ନ ନେଲେ ଆମକୁ ଭବିଷ୍ୟତରେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ଆଜିର ବ୍ୟସ୍ତବହୁଳ ସମୟରେ ଲୋକମାନେ କମ୍ପ୍ୟୁଟର ଓ ମୋବାଇଲର ବହୁଳ ଭାବରେ ବ୍ୟବହାର କରୁଛନ୍ତି । ଫଳରେ ଏଥିପାଇଁ ଅନେକ…

ଆଜି ଭାରତ-ବାଂଲାଦେଶ ଶେଷ ଟି-୨୦ ଟକ୍କର, ସିରିଜ ମୂଳପୋଛ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ନାଗପୁର: ଆଜି ଭାରତ ଓ ବାଂଲାଦେଶ ମଧ୍ୟରେ ଶେଷ ଟି-୨୦ ମ୍ୟାଚ ଖେଳାଯିବ । ସ୍ଥାନୀୟ ବିଦର୍ଭ କ୍ରିକେଟ୍ ଷ୍ଟାଡିୟମରେ ଏହି ୩ୟ ତଥା ଅନ୍ତିମ ମ୍ୟାଚ ଅନୁଷ୍ଠିତ ହେବ । ମ୍ୟାଚରେ ଭାରତୀୟ ଖେଳାଳୀ ମାନେ ନିଜର ଶକ୍ତି ପ୍ରଦର୍ଶନ କରିବା ସହ ସିରିଜ ଜିତିବା ଲକ୍ଷ୍ୟନେଇ ମଇଦାନକୁ ଓହ୍ଲାଇବ ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୦-୧୧-୨୦୧୯ ରବିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ନଭେମ୍ବର ତା ୧୦ ରିଖ ରବିବାର ତୁଳା ୨୪ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର-:…