ଲଜ୍ଜା; ହେଡ଼ମାଷ୍ଟରଙ୍କ ବିରୋଧରେ ଯୌନ ନିର୍ଯ୍ୟାତନା ଅଭିଯୋଗ ଆଣିଲେ ଶିକ୍ଷୟିତ୍ରୀ !
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ବାଲିଆପାଳ ଅଞ୍ଚଳର ଜଣେ ସ୍କୁଲ ଶିକ୍ଷୟିତ୍ରୀ ବୁଧବାର ଦିନ ଥାନାରେ ସେହି ସ୍କୁଲର ପ୍ରଧାନଶିକ୍ଷକଙ୍କ ବିରୋଧରେ ଯୌନ ନିର୍ଯ୍ୟାତନା ଅଭିଯୋଗ ଆଣିଛନ୍ତି ।
ଜଠିଆ ୟୁପି ସ୍କୁଲର ପ୍ରଧାନଶିକ୍ଷକ ରତିକାନ୍ତ ଜେନା ସେହି ବିଦ୍ୟାଳୟର ସଂସ୍କୃତ ଶିକ୍ଷୟିତ୍ରୀଙ୍କୁ…