Latest Odisha News

BREAKING NEWS

ଯାଜପୁର ପିଇଓ ମୃତ୍ୟୁ ଘଟଣା: ସୁରକ୍ଷା ନମିଳିଲେ ଘର ଛାଡ଼ିବେ ପରିବାରବର୍ଗ

ଭୁବନେଶ୍ୱର: ବହୁଚର୍ଚ୍ଚିତ ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣାରେ ବିବାଦ ଥମିବାର ନାଁ ନେଉନାହିଁ । ଏହାକୁ ନେଇ ରାଜ୍ୟ ରାଜନୀତି ଏକପ୍ରକା ଉଷ୍ଣ ହୋଇଉଠିଛି । ଏଭଳି ସ୍ଥିତିରେ ସ୍ମିତାରାଣୀଙ୍କ ପରିବାର ଲୋକେ ନିଜ ପୈତୃକ ବାସଗୃହ ଛାଡ଼ି ଅନ୍ୟତ୍ର ଚାଲିଯିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।…

ଇନ୍ଦିରାଗାନ୍ଧୀ ବିମାନ ବନ୍ଦରରୁ ଆରଡିଏକ୍ସ ଜବତ !

ଭୁବନେଶ୍ୱର: ଦିଲ୍ଲୀସ୍ଥିତ ଇନ୍ଦିରାଗାନ୍ଧୀ ବିମାନ ବନ୍ଦରରୁ ସନ୍ଦେହଜନକ ଭାବେ ଶୁକ୍ରବାର ଏକ ବ୍ୟାଗ୍ ଜବତ କରାଯାଇଛି । ସେଥିରେ ବିପୁଳ ପରିମାଣର ବିସ୍ଫୋଟକ ସାମଗ୍ରୀ ରହିଥିବା ନେଇ ଆଶଙ୍କା କରାଯାଉଛି । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଶୁକ୍ରବାର ଭୋର୍ ପ୍ରାୟ ୩ଟାରେ ଏହି…

ସ୍ଥଗିତ ରହିଲା ହାଇକୋର୍ଟ ବାର ଆସୋସିଏସନର କାର୍ଯ୍ୟବନ୍ଦ ଆନ୍ଦୋଳନ

ଭୁବନେଶ୍ୱର: ଓଡିଶା ହାଇକୋର୍ଟ ବାର ଆସୋସିଏସନ ବୈଠକ ପରେ ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ଗଣମାଧ୍ୟମକୁ ସୂଚନା ଦେଇ ଆସୋସିଏସନ ସଭାପତି ଗୋପାଳ କୃଷ୍ଣ ମହାନ୍ତି କହିଛନ୍ତି ଯେ, ନଭେମ୍ବର ୪ ତାରିଖରୁ କ ହାଇକୋର୍ଟର ସମସ୍ତ ଆଇନଜୀବୀ କାର୍ଯ୍ୟରେ ଯୋଗଦେବେ।…

‘ବାଲିଯାତ୍ରା’କୁ ମିଳିଲା ରାଜ୍ୟସ୍ତରୀୟ ଉତ୍ସବ ମାନ୍ୟତା

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରାକୁ ମିଳିଲା ରାଜ୍ୟସ୍ତରୀୟ ଉତ୍ସବ ମାନ୍ୟତା। ନଗର ଉନ୍ନୟନ ବିଭାଗ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଲୋକସେବା ଭବନରେ ଆୟୋଜିତ ହୋଇଥିବା ଏକ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି । କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ…

ପ୍ରଧାନଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର ଆହତ !

ଝାରସୁଗୁଡା: ସରକାର ବିଦ୍ୟାଳୟ ଗୁଡିକୁ ଦଣ୍ଡ ମୁକ୍ତ ଅଞ୍ଚଳ ଭାବେ ଘୋଷଣା କରିଥିବା ବେଳେ ଝାରସୁଗୁଡା ଜିଲ୍ଲା ବାଲିଜୋରି ନୋଡାଲ୍ ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କୁ ପ୍ରଧାନଶିକ୍ଷକ ମାଡ ମାରିବା ନେଇ ଅଭିଯୋଗ ହୋଇଛି । ଯାହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି ।…

ନଭେମ୍ବର ୬ରେ ଓଡିଶା ଆସୁଛନ୍ତି ପ୍ରସିଦ୍ଧ ସମାଜସେବୀ ଆନ୍ନା ହଜାରେ

ଭୁବନେଶ୍ବର: ଆସନ୍ତା ନଭେମ୍ବର ୬ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରସିଦ୍ଧ ସମାଜସେବୀ କିଶାନ ବାବୁରାଓ ହଜାରେ। ଯିଏକି ଆନ୍ନା ହଜାରେ ନାମରେ ସୁପରିଚିତ । ଗଣମାଧ୍ୟମକୁ ସୂଚନା ଦେଇ ଶୁକ୍ରବାର ନବ ନିର୍ମାଣ କୃଷକ ସଙ୍ଗଠନର ସଂଯୋଜକ ଅକ୍ଷୟ କୁମାର କହିଛନ୍ତି, "ଆନ୍ନା ହଜାରେ ଓଡିଶା…

ଦେଶର ଦାୟ ନା ମଣିଷ ଓ ପୃଥିବୀର ଦାୟ – ମହାତ୍ମା ଓ କବିଗୁରୁଙ୍କ ବିତର୍କ

ଦେଶର ଦାୟ ନା ମଣିଷ ଓ ପୃଥିବୀର ଦାୟ - ମହାତ୍ମା ଓ କବିଗୁରୁଙ୍କ ବିତର୍କ କେଦାର ମିଶ୍ର ସ୍ୱାଧୀନତା ଆନ୍ଦୋଳନ ସମୟରେ କେବଳ ଏକ ରାଜନୈତିକ ସଂଘର୍ଷ ଆମେ କରିନଥିଲୁ । ସ୍ଵାଧୀନତା ଆନ୍ଦୋଳନ ସହିତ ଦେଶର ବିଭିନ୍ନ ପ୍ରାନ୍ତରରେ ଏକ ବୌଦ୍ଧିକ ମନ୍ଥନ ମଧ୍ୟ ସମାନ୍ତରାଳରେ ଚାଲିଥିଲା । ଏହି…

ଧରାପଡିଲା ବିରଳ ପ୍ରଜାତିର ମାଛ, ଦାମ୍ ଜାଣିଲେ ଉଡିଯିବ ହୋସ୍

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ୍ ଅନ୍ତର୍ଗତ ତାଳଚୁଆ ଅଞ୍ଚଳର କିଛି ମତ୍ସ୍ୟଜୀବୀ ଗଭୀର ସମୁଦ୍ର ମଧ୍ୟରୁ ଜଣେ ଶୁକ୍ରବାର ଦିନ ଏକ ବିରଳ ପ୍ରଜାତିର ମାଛ ଧରିଛନ୍ତି । ଏହି ମାଛଟିର ଦାମ୍ ପ୍ରାୟ ୨ ଲକ୍ଷ ଟଙ୍କା ହେବାନେଇ ଜଣାପଡିଛି । ଏହି ମାଛଟି ଲମ୍ବାଳିଆ ହୋଇଥିବା…

ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜମୁଛି ପର୍ଯ୍ୟଟକଙ୍କ ଗହଳି

ଭୁବନେଶ୍ୱର: ଆଜିଠାରୁ ପର୍ଯ୍ୟଟକଙ୍କ ଲାଗି ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । ରାଜ୍ୟରେ ଦକ୍ଷିଣ - ପଶ୍ଚିମ ମୌସମୀ ପ୍ରଭାବରେ ହେଉଥିବା ବର୍ଷା ଯୋଗୁଁ କିଛିଦିନ ପାଇଁ ଏହି ଜାତୀୟ ଉଦ୍ୟାନକୁ ପର୍ଯ୍ୟଟକଙ୍କ ପ୍ରବେଶକୁ ନିଷେଧ କରାଯାଇଥିଲା । ଏନେଇ ସୂଚନା ଦେଇଛନ୍ତି ଫିଲ୍ଡ ନିର୍ଦ୍ଦେଶକ…

ରିଲିଜ ହେଲା ଓଡିଆ ଫିଲ୍ମ ‘ଫ୍ରମ୍ ମି ଟୁ ୟୁ’…

ଭୁବନେଶ୍ୱର: ବହୁ ଦିନର ଅପେକ୍ଷା ପରେ ଜ୍ୟୋତି ଓ ଅମ୍ଲାନଙ୍କ ଅଭିନିତ ଓଡିଆ ଫିଲ୍ମ ‘ଫ୍ରମ୍ ମି ଟୁ ୟୁ’ ସିନେମା ହଲ୍ରେ ମୁକ୍ତିଲାଭ କରିଛି । ଏହି ଫିଲ୍ମଟିରେ ତ୍ରିକୋଣୀୟ ପ୍ରେମ କାହାଣୀ ଦର୍ଶକଙ୍କୁ ଭରପୂର ମନୋରଞ୍ଜନର ଖୋରାକ ଯୋଗାଇବ । ଜ୍ୟୋତି ଓ ଅମ୍ଲାନଙ୍କ ସହ ସ୍କ୍ରିନ୍ ଶେୟାର…