ଯାଜପୁରର ଗଣପର୍ବ କାଳୀପୂଜା; ସୁଶୋଭିତ ମୂର୍ତ୍ତୀରେ ଝଟକୁଛି ଦେବୀ ମଣ୍ଡପ
ଯାଜପୁର: ଦୀପାବଳୀର ମଧ୍ୟରାତ୍ରୀରୁ ଆରମ୍ଭ ହୋଇଛି ମା ଶ୍ୟାମାକାଳୀଙ୍କର ଷୋଡଶ ଉପଚାର ପୂଜାର୍ଚ୍ଚନା । ରାତ୍ରୀର ବିଳମ୍ବ ପ୍ରହରରେ ପୂଜାମଣ୍ଡପରେ ଘଟସ୍ଥାପନ କରାଯାଇ ଆରମ୍ଭ ହୋଇଛି ମାଙ୍କର ପୂଜା । ସନ୍ଧିପୂଜା ସହିତ ବେଦମନ୍ତ୍ରରେ ପ୍ରକମ୍ପିତ ହୋଇଉଠିଛି ପରିବେଶ । ମନ୍ତ୍ରଧ୍ବନୀ ସାଙ୍ଗକୁ…