ବ୍ରହ୍ମପୁରରେ ଦୋକାନୀ ମାଲିକଙ୍କୁ ଗୁଳିମାଡ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଗ୍ରାମ ନିକଟରେ ଜଣେ ଦୋକାନୀଙ୍କ ଉପରକୁ କେହି ବ୍ୟକ୍ତି ଗୁଳିମାଡ କରିଛି ।
ଉକ୍ତ ଦୋକାନୀଙ୍କ ନାମ ସୁଶାନ୍ତ ପାତ୍ର ବୋଲି ଜଣାପଡିଛି ।
ପ୍ରାପ୍ତ ସୂଚନାନୁଯାୟୀ ସ୍ଥାନୀୟ ଅଞ୍ଚଳରେ ସୁଶାନ୍ତଙ୍କର ଏକ ତେଜରାତି ଦୋକାନୀ…